ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୦୪ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦୭ ଆକ୍ରାନ୍ତ

ଭୁବନେଶ୍ୱର(କେନ୍ୟୁଜ୍) : ରାଜ୍ୟରେ ୧ହଜାର ମୁହାଁ ଦୈନିକ ସଂକ୍ରମଣ। ୮୦୦ ପାର୍‌ କଲା ଦୈନିକ ସଂକ୍ରମଣ। ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୮୦୪ ପଜିଟିଭ୍‌ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୧୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନରୁ ୪୭୧ ଓ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ୩୩୩।

୧୮ ବର୍ଷରୁ କମ୍ ବୟସ ବର୍ଗରେ ୭୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଆକ୍ଟିଭ୍‌ କେସ୍‌ ୪ ହଜାର ହଜାର ୨୬୨କୁ ବୃଦ୍ଧି ପାଇଛି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ଲକ୍ଷ ୯୬ହଜାର ୧୩୨କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଛନ୍ତି ୧୨ଲକ୍ଷ ୮୨ହଜାର ୬୯୦ଜଣ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.