Below header

ରାଜ୍ୟରେ ଗତ ୨୪ ଘଣ୍ଟାରେ ୩,୪୫୬ କରୋନା ଆକ୍ରାନ୍ତ ଚିହ୍ନଟ, ୪୬ ମୃତ

ଭୁବନେଶ୍ୱର: ରାଜ୍ୟରେ ପୁଣି ଥରେ ୩ ହଜାର ଡେଇଁଲା ସଂକ୍ରମିତଙ୍କ ସଂଖ୍ୟା। ଗତ  ୨୪ ଘଣ୍ଟାରେ ୩,୪୫୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।  ୩୪୫୬ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୧୯୭୩ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ହେଉଛି ୧୪୮୩।

ଖୋର୍ଦ୍ଧା ସର୍ବାଧିକ ୪୯୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୮୦,  ଯାଜପୁରରୁ ୨୬୭, ଭଦ୍ରକରୁ ୧୯୪, ମୟୂରଭଂଜରୁ ୧୮୦, ବାଲେଶ୍ୱରରୁ ୧୭୪, କେନ୍ଦ୍ରାପଡ଼ାରୁ ୧୪୭ ଓ ଅନୁଗୁଳରୁ ୧୧୮, ନୟାଗଡ଼ରୁ ୧୨୬, କେନ୍ଦୁଝରରୁ ୭୩, ବରଗଡ଼ରୁ ୬୯, ବଲାଙ୍ଗିରରୁ ୨୮, ବୌଦ୍ଧରୁ ୨୫,   ଦେବଗଡ଼ରୁ ୧୧, ଢେଙ୍କାନାଳରୁ ୫୭, ଗଜପତିରୁ ୧୭, ଗଂଜାମରୁ ୧୯, ଜଗତସିଂହପୁରରୁ ୮୧, ଝାରସୁଗୁଡ଼ାରୁ ୨୦, କଳାହାଣ୍ଡିରୁ ୨୧, କନ୍ଧମାଳରୁ  ୩୧,  ମାଲକାନଗିରିରୁ ୮୨ ଓ କୋରାପୁଟରୁ ୮୧, ନବରଙ୍ଗପୁରରୁ ୪୨ ଆକ୍ରାନ୍ତ, ଚିହ୍ନଟ ହୋଇଛନ୍ତି।

ସେହିପରି ଗତ ୨୪ ଘଣ୍ଟାରେ ୪୬ ଜଣଙ୍କ ମୃତ୍ୟୁ ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.