ନୂଆଦିଲ୍ଲୀ : ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ଙ୍କ କରୋନା ଯାଞ୍ଚ ରିପୋର୍ଟ ନେଗେଟିଭ୍ ଆସିଛି । ସ୍ୱାସ୍ଥ୍ୟ ବିଭାଗ ତରଫରୁ ଗତକାଲି ତାଙ୍କର ନମୂନା ସଂଗ୍ରହ କରାଯାଇଥିଲା । ଯାଞ୍ଚ ପରେ ଆଜି ତାଙ୍କର ରପୋର୍ଟ ନେଗେଟିଭ୍ ଆସିଛି ବୋଲି ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇଛି । ତେବେ ଏହାକୁ ନେଇ ବିଭ୍ରାନ୍ତି ମଧ୍ୟ ରହିଛି । ଏକ ଟେଲିଭିଜନ୍ ଚ୍ୟାନେଲ୍ ସୂତ୍ରରୁ ଜଣାପଡ଼ିଛି ଯେ ଇମ୍ରାନ୍ଙ୍କ ଯାଞ୍ଚ୍ କରାଯାଇ ନାହିଁ ବୋଲି ପ୍ରଥମେ କୁହାଯାଇଥିଲା । ପରେ କୁହାଯାଇଛି ଯେ ରିପୋର୍ଟ ଆସି ନଥିଲେ ମଧ୍ୟ ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ତରଫରୁ ଟେଷ୍ଟ ରିପୋର୍ଟ ନେଗେଟିଭ୍ ବେଲି କୁହା ସରିଲାଣି ।
ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…
ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…