କରୋନା ଭାଇରସ

ଚତୁର୍ଥ ଲହର ଚିନ୍ତା: ଆଜି ମଧ୍ୟାହ୍ନ ୧୨ଟାରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଳ୍ଲୀ: ଚତୁର୍ଥ ଲହର ଚିନ୍ତା। ଦେଶର କୋଭିଡ ସ୍ଥିତି ନେଇ ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମଧ୍ୟାହ୍ନ ୧୨ଟାରେ ମୁଖ୍ୟମନ୍ତ୍ରୀମାନଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ କଥା ହେବେ । ଦେଶରେ କୋଭିଡ କେସ ବଢ଼ୁଥିବାରୁ ମୁଖ୍ୟମନ୍ତ୍ରୀଙ୍କ ସହ ଏ ନେଇ ଆଲୋଚନା ସହ ମତାମତ ନେବେ ମୋଦି ।

ବିଶ୍ୱର କିଛି ଦେଶରେ ମଧ୍ୟ ନୂଆ ଭାରିଆଣ୍ଟ ଯୋଗୁଁ ସଂକ୍ରମଣ ବଢୁଛି। ସାଂଘାଇରେ ସାଂଘାତିକ ସୃଷ୍ଟି ହୋଇଥିଲା। ଏ ସବୁକୁ ଦୃଷ୍ଟିରେ ରଖି ଭାରତ ସରକାର ଆଗୁଆ ସତର୍କ ହୋଇଛନ୍ତି । ପୂର୍ବରୁ ଓମିକ୍ରନ ଭାରିଆଣ୍ଟ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଭିଡିଓ କନଫରେନ୍‌ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ସମୀକ୍ଷା ବୈଠକ କରିଥିଲେ। ସେପଟେ ଦେଶରେ ଗତ ୨୪ ଘଣ୍ଟାରେ ୨ ହଜାର ୪୮୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥିରୁ ଦିଲ୍ଲୀରୁ ଅଧା । ଜାତୀୟ ରାଜଧାନୀରେ ୧୦୧୧ ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି । ହରିୟାଣାରେ ୪୭୦, କେରଳ ୨୯୦, ଉତ୍ତରପ୍ରଦେଶ ୨୧୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Sonalisa

Recent Posts

ରାସ୍ତାରେ ଜଳିଗଲା ବାଇକ, ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ବିଭାଗ

ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ  ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ,  ଆଠମଲ୍ଲିକ  କିଆକଟା…

5 mins ago

ସ୍ୱାତି ମାଲିଓ୍ଵାଲଙ୍କୁ ମାଡ଼ ମାମଲା: ଜୁଲାଇ ୬କୁ ବୃଦ୍ଧି ପାଇଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ

ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…

35 mins ago

ସୋନାକ୍ଷୀଙ୍କ ବିବାହ ପାଇଁ ସୁନ୍ଦର ଭାବେ ସଜାଯାଇଛି ଶତ୍ରୁଘ୍ନ ସିହ୍ନା ଘର, ସାମ୍ନାକୁ ଆସିଲା ଫଟୋ

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍‌ ଚର୍ଚ୍ଚା ଚାଲିଛି…

42 mins ago

ଠାଣେ: ଫୁଟବଲ୍‌ ଟର୍ଫ ଉପରେ ଖସିପଡ଼ିଲା ଟିଣ ଶେଡ୍‌, ୯ ଜଣ ପିଲା ଆହତ; ଅନେକ ଗୁରୁତର

ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍‌ ଟର୍ଫ…

2 hours ago

ଯେକୌଣସି ବୟସରେ ଦାନ୍ତ ଉଠାଇ ପାରିବେ ଆପଣ, ଆସୁଛି ନୂଆ ମେଡିସିନ୍‌

ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…

3 hours ago

ଖୋର୍ଦ୍ଧା ଜେଲ୍ ପାଲଟିଛି ବ୍ରାଉନସୁଗର କାରବାରର ନୂଆ ଠିକଣା

ଖୋର୍ଦ୍ଧା(କେନ୍ୟୁଜ): ଖୋର୍ଦ୍ଧା ସହରକୁ ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କ ଯାଆସ । ଏତେ ଲୋକଙ୍କ ଭିଡ ଭିତରେ ଏଠି କେମିତି ଚାଲିଛି…

3 hours ago