କରୋନା ଭାଇରସ

କରୋନା ଯୋଗୁ ଅଟକିବନି ମହାପ୍ରଭୁଙ୍କ ଚନ୍ଦନଯାତ୍ରା, ଶ୍ରୀକ୍ଷେତ୍ରରେ ବିନା ଭକ୍ତରେ ହେବ ପରମ୍ପରା

ପୁରୀ: କରୋନା ଯୋଗୁଁ ଅଟକିବନି ମହାପ୍ରଭୁଙ୍କ ଚନ୍ଦନଯାତ୍ରା ପରମ୍ପରା । ଏଥର ଶ୍ରୀକ୍ଷେତ୍ର ପୁରୀରେ ହେବ ବିନା ଭକ୍ତରେ ଚନ୍ଦନ ଯାତ୍ରା। ଚନ୍ଦନ ଯାତ୍ରାରେ ଗହଳିକୁ ବାରଣ କରାଯିବ। ଯାତ୍ରାବେଳେ ସାମାଜିକ ଦୁରତା ବଜାୟ ରହିବ। କଡା କଟକଣା ମଧ୍ୟରେ ଅନୁଷ୍ଠିତ ହେବ ଏହି ପରମ୍ପରା।

ଏନେଇ ଗତକାଲି ଶ୍ରୀମନ୍ଦିର ନୀତି ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଚନ୍ଦନ ଯାତ୍ରା ସହ ସଂପୃକ୍ତ ସେବକଙ୍କର ଏକ ଗୁରୁତ୍ୱପୁର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ୨୬ ତାରିଖରୁ ଅନୁଷ୍ଠିତ ହେବାକୁ ଥିବା ଏହି ଯାତ୍ରାକୁ କିଭଳି ଶୃଙ୍ଖଳିତ ଭାବେ ପାଳନ କରାଯିବ ସେନେଇ ଗୁରୁତ୍ୱାରୋପ କରାଯାଇଥିଲା। ୨୧ ଦିନର ଏହି ବାହାର ଚାପରେ ମହାପ୍ରଭୁଙ୍କର ଚଳନ୍ତି ପ୍ରତିମା ବିଜେ କରିବେ। ସେବକମାନେ ମହାପ୍ରଭୁଙ୍କୁ ବିମାନରେ ଆଣିବା ବେଳେ ସାବଧନତା ଅବଲମ୍ବନ କରିବେ। ମହାପ୍ରଭୁ ଦିନରେ ଚାପ ଖେଳି ସଂଧ୍ୟାରେ ଶ୍ରୀମନ୍ଦିର ବାହୁଡି ଯିବେ।

 

KNews Bureau

Recent Posts

କେତେ ବର୍ଷ ପର୍ଯ୍ୟନ୍ତ ବ୍ୟବହାର କରିବା ଉଚିତ Windows ଏବଂ Split AC ? ଜାଣନ୍ତୁ ଏହାର ୱାରେଣ୍ଟି ଡେଟ୍‌

Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…

2 mins ago

ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାକୟଙ୍କ ଶପଥ ଉତ୍ସବ, ଆଜି ଓ ଆସନ୍ତାକାଲି ଶପଥ ନେବେ

ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାକୟଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…

3 mins ago

ବିହାର: ଉଦ୍‌ଘାଟନ ପୂର୍ବରୁ ଭୁଶୁଡ଼ିଲା ନବନିର୍ମିତ ବ୍ରିଜ୍‌, ୧୨ କୋଟି ଟଙ୍କା ବ୍ୟୟରେ ହୋଇଥିଲା ତିଆରି

ଉଦ୍‌ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ବ୍ରିଜ୍‌ । ବିହାରର ଅରାରିଆର ସିକଟିରେ ବକରା ନଦୀରେ ନିର୍ମିତ ବ୍ରିଜ୍‌ ମଙ୍ଗଳବାର ଭୁଶୁଡ଼ି…

7 mins ago

ନଦୀରେ ଗାଧୋଇବା ସମୟରେ ବୁଡି ତିନି ନାବାଳକ ମୃତ, ନାବାଳକ ସମସ୍ତେ ଗୋଟିଏ ପରିବାରର

କାକଟପୁର : ଦେବୀ ନଦୀରେ ଗାଧୋଇବା ସମୟରେ ନଦୀରେ ବୁଡି ତିନିଜଣ ନାବାଳକଙ୍କ ମୃତ୍ୟୁ। ମୃତକ ନାବାଳକ ସମସ୍ତେ ଗୋଟିଏ…

13 mins ago

ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ, ଉତ୍ସବମୁଖର ଶ୍ରୀକ୍ଷେତ୍ର

ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା' ଲକ୍ଷ୍ମୀ । ଆଉ କିଛି ସମୟ ପରେ…

16 mins ago

ସାଇକେଲ ବ୍ୟବହାର କରିବା ପାଇଁ ସମସ୍ତଙ୍କୁ ଅପିଲ୍‌ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଆଜି ଶପଥ ନେଇଛନ୍ତି ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ । ଆଜି ବିଧାନସଭାର ୩ ଦିନିଆ ସ୍ୱତନ୍ତ୍ର ଅଧିବେଶନରେ…

27 mins ago