ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ଲକ୍ ଡାଉନ୍ । ସମଗ୍ର ସହରରେ ୧୪୪ ଧାରା ଜାରି ହୋଇଛି । ଗତକାଲି ରାତି ୯ଟାରୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ୧୪୪ ଧାରା ଲାଗୁ ରହିବ । ଏକାସାଙ୍ଗରେ ୪ରୁ ଅଧିକ ଲୋକ ଏକାଠି ହୋଇପାରିବେ ନାହିଁ । ଏହାସହ ଦିଲ୍ଲୀରୁ ସମସ୍ତ ଘରୋଇ ଓ ଆନ୍ତର୍ଜାତିକ ବିମାନ ଉଡାଣ ବାତିଲ୍ କରାଯାଇଛି । ଦିଲ୍ଲୀର ସୀମାକୁ ମଧ୍ୟ ସିଲ୍ କରିଦିଆଯାଇଛି । କେବଳ ଅତ୍ୟାବଶ୍ୟକ ସେବା ଖୋଲା ରହିବ । ଦିଲ୍ଲୀ ପରିବହନ ନିଗମର ୨୫ ପ୍ରତିଶତ ବସ୍ ଚଳାଚଳ କରିବ ବୋଲି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲ କହିଛନ୍ତି ।
ଭୁବନେଶ୍ୱର(କେନ୍ୟୁଜ୍): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…
ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…
ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…
ଭୁବନେଶ୍ୱର(କେନ୍ୟୁଜ୍): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…
ଭଦ୍ରକ (କେନ୍ୟୁଜ୍): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…
ପ୍ରବଳ ଗ୍ରୀଷ୍ମ ତାତି ଭିତରେ ଉତ୍ତର ପ୍ରଦେଶର ନୋଏଡାରେ ଲଗାତାର ଅଗ୍ନିକାଣ୍ଡ ଘଟୁଛି । ଗତ ୩ ଦିନ ହେବ…