କରୋନା ଭାଇରସ

ଲକଡାଉନ କଟକଣା ଭିତରେ ଆଶ୍ୱସ୍ତି ଦେଲେ କେନ୍ଦ୍ର ସରକାର, ଆଜିଠୁ ସର୍ତ୍ତମୂଳକ ଭାବେ ସାରା ଦେଶରେ ଖୋଲିବ ଦୋକାନ

ନୂଆଦିଲ୍ଲୀ: ଆଜିଠୁ ସାରା ଦେଶରେ ଖୋଲିବ ଦୋକାନ । ସର୍ତ୍ତମୂଳକ ଭାବେ ଦୋକାନ ଖୋଲିବା ପାଇଁ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ମହାନଗର ନିଗମ ଏବଂ ମୁନିସିପାଲିଟିରେ ସପିଂ ମଲ୍‌ କିମ୍ବା ସପିଂ କମ୍ଲେକ୍ସ ଖୋଲିବ ନାହିଁ । ସିଙ୍ଗଲବ୍ରାଣ୍ଡ ମଲ୍‌ ମଧ୍ୟ ଖୋଲିବ ନାହିଁ । ହେଲେ ଅଣ ଅତ୍ୟାବଶ୍ୟକ ଦୋକାନ ଖୋଲା ରହିବ । ରେସିଡେଣ୍ଟାଲ କମ୍ପ୍ଲେକ୍ସ ଓ ମାର୍କେଟ୍‌ କମ୍ପ୍ଲେକ୍ସ ଖୋଲା ରହିବ ।

ହଟ୍‌ସ୍ପଟ୍‌ ଓ କଣ୍ଟେନମେଣ୍ଟ ଜୋନ୍‌ରେ ଦୋକାନ ଖୋଲିବ ନାହିଁ । ଲକ୍‌ଡାଉନ୍‌ ବେଳେ ଯେଉଁ ଅତ୍ୟାବଶ୍ୟକ ଦୋକାନ ଖୋଲା ରହୁଥିଲା, ସେହି ଦୋକାନ ଖୋଲା ରହିବ । ଦୋକାନରେ କେବଳ ୫୦ ପ୍ରତିଶତ ଲୋକ କାମ କରିପାରିବେ । କର୍ମଚାରୀମାନେ ସାମାଜିକ ଦୂରତା ରକ୍ଷା କରିବେ । ସମସ୍ତେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି । ଆସନ୍ତା ମଇ ୩ ତାରିଖ ପର୍ଯ୍ୟନ୍ତ ଦେଶରେ ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ ଜାରି ରହିବ ।

 

KNews Bureau

Recent Posts

ପେଟ୍ରୋଲ-ଡିଜେଲ ଦର : ଚେକ୍ କରନ୍ତୁ ମୂଲ୍ୟରେ କେତେ ହେଲା ପରିବର୍ତ୍ତନ

ଭୁବନେଶ୍ୱର ପେଟ୍ରୋଲ ଦରରେ ପରିବର୍ତ୍ତନ ହୋଇଥିବା ଦେଖିବାକୁ ମିଳିଛି । ସେହିପରି ଦେଶ ଅନ୍ୟ କିଛି ସ୍ଥାନରେ ଦର ଖସି…

18 mins ago

ପୁଣି ବଢିଲା ସୁନା ଦର, ଏବେ କିଣି ନିଅନ୍ତୁ ଆଗକୁ ଆହୁରି ବଢିବ!

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା…

30 mins ago

ହାଇୱାକୁ ପଛପଟୁ ଧକ୍କା ଦେଲା ବସ୍; ଜଣେ ମୃତ, ୧୦ ଆହତ

ଯାଜପୁର (କେନ୍ୟୁଜ): ହାଇୱାକୁ ପଛପଟୁ ଧକ୍କା ଦେଲା ବସ୍ । ଜଣେ ମୃତ, ୧୦ ଆହତ । ଯାଜପୁର ୧୬ନଂ…

44 mins ago

ଆଜି ଶ୍ରୀକ୍ଷେତ୍ରରେ ଭଉଁରୀ ଯାତ୍ରା, ଶେଷ ହେବ ତିନି ରଥର ଚକ ଅଖ ଡେରା ନୀତି

ପୁରୀ (କେନ୍ୟୁଜ): ଆଜି ଶ୍ରୀକ୍ଷେତ୍ରରେ ଭଉଁରୀ ଯାତ୍ରା । ଶ୍ରୀକ୍ଷେତ୍ରରେ ସମ୍ପୂର୍ଣ୍ଣ ହେବ ତିନି ରଥର ଚକ ଅଖ ଡେରା…

60 mins ago

ପୁଣି କଲବଲ କଲାଣି ଗରମ ଓ ଗୁଳୁଗୁଳି, ଆଜି ହିଟ ୱେଭ ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ): ପୁଣି କଲବଲ କଲାଣି ଗରମ ଓ ଗୁଳୁଗୁଳି ।  ବାୟୁମଣ୍ଡଳରେ ଆଦ୍ରତା ବୃଦ୍ଧି ପାଇଥିବାରୁ ଅଧିକ ଗୁଳୁଗୁଳି…

1 hour ago

ଶେଷ ପର୍ଯ୍ୟାୟ ନିର୍ବାଚନ: ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ, ଗସ୍ତ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର (କେନ୍ୟୁଜ): ଓଡିଶାରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ପାଇଁ କ୍ୟାମ୍ପେନ ଘମାସାନ । ଆଜି ଓଡ଼ିଶାର ୩ଟି ସ୍ଥାନରେ…

1 hour ago