ସୁନ୍ଦରଗଡ଼ ବିଶ୍ରା ଅଞ୍ଚଳରେ ବଢିଲା କଣ୍ଟେନମେଣ୍ଟ ସମୟସୀମା, ଜିଲ୍ଲା ପ୍ରଶାସନ ପକ୍ଷରୁ ନିଆଗଲା ନିଷ୍ପତ୍ତି

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ବିଶ୍ରା ଅଞ୍ଚଳରେ କଣ୍ଟେନମେଣ୍ଟ ସମୟସୀମା ବୃଦ୍ଧି କଲେ ପ୍ରଶାସନ । ବିଶ୍ରା ଅଞ୍ଚଳରେ ଦୁଇଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ । ଏହାପରେ ସଂପୃକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଥିଲା । ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ତୃତୀୟ ଥର ପାଇଁ ଏପ୍ରିଲ ୧୮ ତାରିଖ ଦିନ ୧୧ଟା ୩୦ ପର୍ଯ୍ୟନ୍ତ କଣ୍ଟେନମେଣ୍ଟ ଅବଧିକୁ ବୃଦ୍ଧି କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.