କରୋନା ଭାଇରସ

ରାଜ୍ୟର ସବୁ ସରପଞ୍ଚଙ୍କ ସହ ଭିଡିଓ କନଫରେନ୍ସିଂରେ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା, ସମସ୍ତଙ୍କୁ କରାଇଲେ ଶପଥ ପାଠ

ଭୁବନେଶ୍ବର: ଶପଥ ନେଲେ ସରପଞ୍ଚ । କରୋନା ରୋକିବାକୁ ଦିଆଯାଇଥିବା ଦାୟିତ୍ୱ ପାଳନ କରିବେ । ଏଥିପାଇଁ ସମସ୍ତ ସରପଞ୍ଚଙ୍କୁ ଶପଥ ପାଠ କରାଇଛନ୍ତି ମୁଖ୍ୟମନ୍ତ୍ରୀ । ନିଜ ପଞ୍ଚାୟତ ଲୋକଙ୍କ ମଙ୍ଗଳ ପାଇଁ ନିଷ୍ଠାର ସହ ଦାୟିତ୍ୱ ପାଳନ କରିବେ । ଅନ୍ୟ ରାଜ୍ୟରୁ ଗାଁକୁ ଆସୁଥିବା ଲୋକଙ୍କୁ କ୍ୱାରେଣ୍ଟାଇନ୍‌ରେ ରଖିବେ । ସେମାନଙ୍କ ଖାଇବା, ପିଇବା, ଚିକିତ୍ସାର ବ୍ୟବସ୍ଥା କରିବେ ।

ନିଜ ପଞ୍ଚାୟତରେ କରୋନାକୁ ପଶିବାକୁ ଦେବିନି ବୋଲି ସରପଞ୍ଚମାନେ ଶପଥ ନେଇଛନ୍ତି । ଆଜି ଭିଡିଓ କନଫରେନ୍ସିଂ ଜରିଆରେ ରାଜ୍ୟର ସମସ୍ତ ୬ହଜାର ୭ଶହ ୯୮ ଜଣ ସରପଞ୍ଚଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ । ନିକଟରେ ମୁଖ୍ୟମନ୍ତ୍ରୀ ଗ୍ରାମାଞ୍ଚଳରେ କରୋନା ମୁକାବିଲା ପାଇଁ ସରପଞ୍ଚମାନଙ୍କୁ ଜିଲ୍ଲାପାଳଙ୍କ କ୍ଷମତା ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ, ଏଥିପାଇଁ ଆବଶ୍ୟକ ଆଇନଗତ ପଦକ୍ଷେପ ନିଆଯାଇଛି ।

KNews Bureau

Recent Posts

ମାସକ ଭିତରେ ମୁକୁଳା ଡ୍ରେନରେ ପଡ଼ିବ ସ୍ଲାବ, ସପ୍ତାହ ଭିତରେ ସରିବ ବାରିକେଡ କାମ: BMC କମିଶନର

ଭୁବନେଶ୍ୱର  : ବାରମ୍ବାର ମୁକୁଳା ଡ୍ରେନରେ ଅଘଟଣ ପରେ ତତ୍ପର ପ୍ରାଶସନ । ମାସକ ଭିତରେ ମୁକୁଳା ଡ୍ରେନ ଉପରେ…

3 mins ago

ପାଇରେଟସ ଅଫ ଦ କ୍ୟାରିବିୟନ ଷ୍ଟାର ତମାୟୋ ପେରୀଙ୍କ ପରଲୋକ, ଶାର୍କ ଆଟାକରେ ଚାଲିଗଲା ଜୀବନ

ହଲିଉଡର ଲୋକପ୍ରିୟ ଅଭିନେତା ତମାୟୋ ପେରୀଙ୍କ ମୃତ୍ୟୁ । ଶାର୍କ ଆକ୍ରମଣ କରିବାକୁ ମାତ୍ର ୪୯ ବର୍ଷ ବୟସରେ ତମାୟୋଙ୍କ…

6 mins ago

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

41 mins ago

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

52 mins ago

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

1 hour ago

ରିଲ୍ସ ପାଇଁ ବିପଜ୍ଜନକ ଷ୍ଟଣ୍ଟ, ସମୁଦ୍ରରେ ପାଣିରେ ବୁଡ଼ିଲା ମହିନ୍ଦ୍ରା ଥାର

ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…

1 hour ago