ରାଜ୍ଯରେ ଆଜି ୫ ମୁଣ୍ଡ ନେଲା କରୋନା, ମୋଟ୍ ମୃତ୍ୟୁସଂଖ୍ୟା ୧୫୯କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ଯରେ ପୁଣି କରୋନା ନେଲା ଆଉ ୫ ଜଣଙ୍କ ମୁଣ୍ଡ। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ୧୫୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏମାନଙ୍କ ଭିତରୁ ଗଞ୍ଜାମରୁ ୧, କନ୍ଧମାଳ ୧, ବାଲେଶ୍ବରରୁ ୧, ପୁରୀରୁ ୧, ମାଲକାନଗିରିରୁ ଜଣଙ୍କର ଜୀବନ ନେଇଛି ମହାମାରୀ ।

Leave A Reply

Your email address will not be published.