କରୋନା ଭାଇରସ

ଆଜି ରାଜ୍ୟରେ ୯୮୬ କରୋନା ପଜିଟିଭ ଚିହ୍ନଟ, ଗଲା ୧୪ଜଣଙ୍କ ଜୀବନ

ଭୁବନେଶ୍ବର: ଆଜି ରାଜ୍ୟରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୦ ତଳକୁ ଖସି ଆସିଛି। ଗତ ୨୪ ଘଣ୍ଟାରେ ଓଡ଼ିଶାରୁ ୯୮୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫୭୨ ଜଣ କ୍ୱାରେଣ୍ଟିନ ସେଣ୍ଟରରୁ ଏବଂ ୪୧୪ ଲୋକାଲ କେସ ଥିବା ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ। ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୧୨ଟି ନୂଆ ମାମଲା ସାମ୍ନାକୁ ଆସିଛି।  ଅନ୍ୟ ସମସ୍ତ ଜିଲ୍ଲାରୁ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ତଳେ ରହିଛି।


ଏହାସହ ଆଜି ରାଜ୍ୟରେ ୧୪ ଜଣ କରୋନା ରୋଗୀ ମୃତ୍ୟୁବରଣ କରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା  ୧୪୮୩ରେ ପହଞ୍ଚି ଥିବା କହିଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

Sonalisa

Recent Posts

ଜେପି ନଡ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ରାଜ୍ୟସଭାରେ ସଦନର ନେତା ନିଯୁକ୍ତ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…

2 mins ago

ଥାନାରେ ମାଳ ଅଦଳ ବଦଳ କରି ସିନ୍ଦୁର ପିନ୍ଧିଲେ ଯୁବତୀ, ପ୍ରେମିକ ହାତରେ କାଟିଲେ କେକ୍‌

ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍‌ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…

27 mins ago

ଜଣକ ପରେ ଜଣକୁ ନିଜ କବ୍ଜାକୁ ନେଉଛି ଡିପଥେରିଆ, ଏବେ ଚିନ୍ତାରେ ସ୍ୱାସ୍ଥ୍ୟ ବିଭାଗ

ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…

31 mins ago

ବ୍ରିଜ ଉପରୁ ଯୁବକଙ୍କ ମୃତ ଦେହ ଉଦ୍ଧାର

ଜଳେଶ୍ବର : ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଦକ୍ଷିଣ ପୂର୍ବ ରେଳପଥର ନୂଆଗାଁ ରୋଡ଼ ରେଳଷ୍ଟେସନ ମଧ୍ୟ ସ୍ଥଳ…

34 mins ago

ରଥଯାତ୍ରାରେ ଭକ୍ତଙ୍କୁ ଖାଦ୍ୟ ଯୋଗାଇବା ପାଇଁ ପ୍ରସ୍ତୁତ ଦୁଇ ଭଉଣୀ

କଟକ(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ସବୁଠି ଶଂଙ୍ଖ ଘଣ୍ଟ ହୁଳୁହୁଳି ଶଦ୍ଦରେ ପୂରି ଉଠୁଛି ପୂରା ପରିବେଶ…

40 mins ago

ବିବାହ ବନ୍ଧନରେ ବାନ୍ଧି ହେଲେ ସୋନାକ୍ଷୀ ଓ ଜାହିର, ଟ୍ରୋଲ କରୁଥିବା ଟ୍ରୋଲ୍‌ରଙ୍କୁ କଡ଼ା ଜବାବ ଦେଲେ ଶତ୍ରୁଘ୍ନ ସିହ୍ନା

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଜୁନ୍ ୨୩ ରେ ଜହିର ଇକବାଲଙ୍କ…

52 mins ago