କରୋନା ଭାଇରସ

ଆଜିବି ରାଜ୍ୟରେ ପୁଣି ୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ଗଲା ଜଣଙ୍କ ଜୀବନ

ଭୁବନେଶ୍ବର: ଆଜି ରାଜ୍ୟରେ ଚିହ୍ନଟ ହେଲେ ୭୨ ଜଣ କରୋନା ଆକ୍ରାନ୍ତ । ସଂଗରୋଧ କେନ୍ଦ୍ରରୁ ୪୪ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ହଜାର୬୯୨କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି ପାଖାପାଖି ୩ ଲକ୍ଷ ୩୨ହଜାର ୯୪୮। ଆକ୍ଟିଭ କେସ୍‌ ରହିଛି ୭୮୧।


  ଏହା ସହିତ ଆଜି ରାଜ୍ୟରେ ଜଣଙ୍କର ଜୀବନ ନେଇଛି କରୋନା । ବାଲେଶ୍ବରର ଜଣେ ୭୪ ବର୍ଷିୟା ମହିଳା ଆଖି ବୁଜିଛନ୍ତି।

Sonalisa

Recent Posts

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଦ୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

12 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

21 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

55 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

1 hour ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

1 hour ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

1 hour ago