ଯାଜପୁର: ଯାଜପୁରରୁ ପୁଣି ୭ ନୂଆ ଆକ୍ରାନ୍ତ ଚିହ୍ନଟ ହେବାପରେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୭୧ରେ ପହଞ୍ଚିଛି । ୭ ନୂଆ ଆକ୍ରାନ୍ତ ଚିହ୍ନଟ ପରେ ୨ଟି ପଞ୍ଚାୟତକୁ ସଟ୍ ଡାଉନ ଘୋଷଣା କରିଛନ୍ତି ସ୍ଥାନୀୟ ସରପଞ୍ଚ । ଗତକାଲି ୩୧ ଜଣ ସୁସ୍ଥ ହୋଇଥିବା ବେଳେ ଏବେବି ୩୮ ଜଣ ସକ୍ରିୟ ଅଛନ୍ତି ।
ଆଜି ଚିହ୍ନଟ ହୋଇଥିବା ୭ଜଣଙ୍କ ମଧ୍ୟରୁ ବିଂଝାରପୁର ଏବଂ ବରୀ ବ୍ଳକରୁ ୨ଜଣ ଲେଖାଏ ଅଛନ୍ତି । ସେହିପରି ରସୁଲପୁର ବ୍ଲକରୁ ୩ଜଣ ଆକ୍ରାନ୍ତ ହୋଇଛନ୍ତି । କେବଳ ଔଷଧ ଦୋକାନ ବ୍ୟତୀତ ଅନ୍ୟ କୌଣସି ଦୋକାନ ବଜାର ଖୋଲି ପାରିବ ନାହିଁ ବୋଲି ନିର୍ଦ୍ଦେଶ ଦିଆଯାଇଛି।
କନ୍ଧମାଳ (କେନ୍ୟୁଜ୍): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…
ବାଲେଶ୍ବର (କେନ୍ୟୁଜ୍): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…
କଟକ(କେନ୍ୟୁଜ୍): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…
ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…
ଭୁବନେଶ୍ୱର(କେନ୍ୟୁଜ୍): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…
ବାଲେଶ୍ବର(କେନ୍ୟୁଜ୍): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…