Below header

କୋଭିଡ଼-୧୯କୁ ନେଇ ଦିଲ୍ଲୀରେ ଗୁରୁତ୍ୱପୂର୍ଣ୍ଣ ବୈଠକ, କରାଯାଉଛି ଦେଶରେ କରୋନା ସ୍ଥିତି ସମୀକ୍ଷା

ନୂଆଦିଲ୍ଲୀ: କୋଭିଡ଼-୧୯କୁ ନେଇ ଦିଲ୍ଲୀରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି । ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଛି । CDS ମୁଖ୍ୟ ବିପିନ୍‌ ରାଓ୍ଵତ, ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ମଧ୍ୟ ଉପସ୍ଥିତ ଅଛନ୍ତି । ଏହାସହ ମନ୍ତ୍ରିମଣ୍ଡଳର ଅନ୍ୟ ସଦସ୍ୟ ମାନେ ଉପସ୍ଥିତ ଅଛନ୍ତି । ଦେଶରେ କରୋନା ସ୍ଥିତି ସମୀକ୍ଷା କରାଯାଇଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.