କରୋନା ଭାଇରସ

ଗତକାଲି ରାଜ୍ୟରେ ଗୋଟିଏ ଦିନରେ ସର୍ବାଧିକ ୨୨୦୯ଟି ସାମ୍ପଲ ଟେଷ୍ଟ, ବର୍ତ୍ତମାନ ସୁଦ୍ଧା ସରିଛି ମୋଟ ୧୫ହଜାର ୯୮୪ଟି ନମୂନା ପରୀକ୍ଷା

ଭୁବନେଶ୍ବର: ରାଜ୍ୟରେ ବଢୁଛି କରୋନା ଟେଷ୍ଟିଂ କ୍ଷମତା। ଗତକାଲି ଗୋଟିଏ ଦିନରେ ସର୍ବାଧିକ ୨୨୦୯ଟି ସାମ୍ପଲ ଟେଷ୍ଟ ହୋଇଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧୫ହଜାର ୯୮୪ଟି ନମୂନା ପରୀକ୍ଷା ହୋଇଛି। ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୩କୁ ବୃଦ୍ଧି ପାଇଥିବା ବେଳେ ସୁସ୍ଥ ହେଲେଣି ୩୨ ଜଣ । ମୃତ୍ୟୁବରଣ କରିଛନ୍ତି ଜଣେ । ଆକ୍ଟିଭ୍‌ କେସ୍‌ ରହିଛି ୫୦ । ଭୁବନେଶ୍ୱରରରେ ମୋଟ୍‌ ୨୧ ଜଣ ସୁସ୍ଥ ହୋଇଥିବା ବେଳେ ଆକ୍ଟିଭ କେସ ରହିଛି ୨୪ ।

କରୋନା ମୁକ୍ତ ହୋଇଛି ଢେଙ୍କାନାଳ ଓ କଳାହାଣ୍ଡି ଜିଲ୍ଲା । ପୂର୍ବରୁ ପୁରୀ, କଟକ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଥିଲେ । ଏହାକୁ ମିଶାଇ ରାଜ୍ୟର ୪ଟି ଜିଲ୍ଲା କରୋନା ମୁକ୍ତ ହୋଇଛି । ୬ଟି ଜିଲ୍ଲା ଖୋର୍ଦ୍ଧା, ବାଲେଶ୍ୱର, ଭଦ୍ରକ, ଯାଜପୁର, ସୁନ୍ଦରଗଡ଼ ଓ କେନ୍ଦ୍ରାପଡ଼ାରେ ରହିଛି ଆକ୍ଟିଭ୍‌ କେସ୍‌ ।

KNews Bureau

Recent Posts

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…

29 seconds ago

ଆଜି ଶ୍ରୀମୁଖ ଫିଟା ନୀତି, ଆସନ୍ତାକାଲିଠୁ ଫୁଲୁରି ତେଲ ଲାଗି ହୋଇ ସୁସ୍ଥ ଅନୁଭବ କରିବେ ମହାପ୍ରଭୁ

ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…

7 mins ago

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

15 mins ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

18 mins ago

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

25 mins ago

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

50 mins ago