ଆକାଶରୁ ଖସୁଛି ଅଗ୍ନିପିଣ୍ଡୁଳା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ତାପମାତ୍ରା ୪୧.୬ ଡିଗ୍ରୀ ରେକର୍ଡ
ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ଅସମ୍ଭାଳ ତାତି । ଆକାଶରୁ ଖସୁଛି ଅଗ୍ନିପିଣ୍ଡୁଳା । ଅସ୍ତବ୍ୟସ୍ତ ଜନଜୀବନ । ଗତ କିଛି ଦିନ ହେଲା ଭୟଙ୍କର ତାତିରେ ଭାଜି ହେଉଛି ଓଡ଼ିଶା । ଆଜି ସବୁଠୁ ଉତ୍ତପ୍ତ ସହର ପାଲଟିଛି ଝାରସୁଗୁଡା । ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ତାପମାତ୍ରା ୪୧.୬ ଡିଗ୍ରୀ ରେକର୍ଡ ହୋଇଛି । କେନ୍ଦୁଝରରେ ୪୦.୮ ଡିଗ୍ରୀ ଥିବା ବେଳେ ରାଉରକେଲାରେ ୪୦ ଡିଗ୍ରୀ ରହିଛି ତାପମାତ୍ରା । ସେହିପରି ରାଉରକେଲାରେ ୪୦…
Read More...