ଜଲଦି ଚେକ୍ କରନ୍ତୁ ଆଜିର ପେଟ୍ରୋଲ-ଡିଜେଲ ଦର; ଅନେକ ସ୍ଥାନରେ କମିଲା ମୂଲ୍ୟ
ପେଟ୍ରୋଲ ହେଉଛି ଏକ ଦୈନଦିନ ଖର୍ଚ୍ଚ । ଯେଉଥି ପାଇଁ ଆମେ ସବୁବେଳେ ଦର ଉପରେ ନଜର ରଖିଥାଉ । ଆଜି କିଛି ସହରରେ ପେଟ୍ରୋଲ ଓ ଡିଜେଲ ଦର କମ ରହିଛି । ପେଟ୍ରୋଲ ଦର ୨ ଟଙ୍କା କମିବା ପରେ ଭୁବନେଶ୍ବରରେ ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ହୋଇଛି । ଡିଜେଲ ଦର ୯୨ ଟଙ୍କା ୬୨ ପଇସାକୁ ହ୍ରାସ ପାଇଛି।
ଦିଲ୍ଲୀରେ ପେଟ୍ରୋଲ ଦର ୯୪ ଟଙ୍କା ୭୨ ପଇସାକୁ ହ୍ରାସ ପାଇଥିବା ବେଳେ ଡିଜେଲ ଦର ୮୭ ଟଙ୍କା ୬୨ ପଇସାକୁ ହ୍ରାସ ପାଇଛି।…
Read More...