ଆସନ୍ତାକାଲି ଓଡ଼ିଶା ଆସିବେ ରାହୁଲ ଗାନ୍ଧି, ସାଲେପୁରରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ମାଗିବେ ଭୋଟ
ଭୁବନେଶ୍ୱର (କେନ୍ୟୁଜ): ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ରାହୁଲ ଗାନ୍ଧି । କଂଗ୍ରେସ ପାଇଁ ପ୍ରଚାର କରି ଭୋଟ ଭିକ୍ଷା କରିବେ। କଟକ ଜିଲ୍ଲାର ନିଶ୍ଚିନ୍ତକୋଇଲି ବ୍ଲକ କୁଳିଆ ଆରଏମସି ପଡ଼ିଆରେ ଆୟୋଜିତ ସଭାରେ ଯୋଗଦେବେ ରାହୁଲ । ଏହି ସଭାରେ ଉପକୂଳ ଜିଲ୍ଲା କଟକ, କେନ୍ଦ୍ରାପଡା, ଯାଜପୁର , ଜଗତସିଂପୁର ଅଞ୍ଚଳରୁ ବହୁ କଂଗ୍ରେସ କର୍ମୀ ଯୋଗଦେବେ । ଦଳୀୟ କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର ଦେବେ ରାହୁଲ । ତାଙ୍କ ଗସ୍ତ ପାଇଁ ଜୋରସୋର…
Read More...