ORHDC ଦୁର୍ନୀତି ମାମଲାରେ: ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ଜାମିନ
ଭୁବନେଶ୍ୱର (କେନ୍ୟୁଜ): କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟଙ୍କ ଠାରୁ ଜାମିନ ମିଳିଛି । ଓଆରଏଚଡିସି ଦୁର୍ନୀତି ମାମଲାରେ ଭିଜିଲାନ୍ସ କୋର୍ଟ ତାଙ୍କୁ ୩ବର୍ଷ ଦଣ୍ଡାଦେଶ ଶୁଣାଇଥିବାବେଳେ ଏହାକୁ ସେ ସର୍ବୋଚ୍ଚ ନ୍ୟାୟାଳୟରେ ଚ୍ୟାଲେଞ୍ଜ କରିଥିଲେ । ଏହାକୁ ବିଚାର କରି ସୁପ୍ରିମକୋର୍ଟ ତାଙ୍କ ଜାମିନ ଦେଇଛନ୍ତି । ମୋକିମଙ୍କ ଆବେଦନକୁ ଶୁଣାଣି ପାଇଁ ସୁପ୍ରିମକୋର୍ଟ ଗ୍ରହଣ କରିଛନ୍ତି । ଆବେଦନକୁ ଗ୍ରହଣ କରିବା…
Read More...