ପୁଣି ଅଡ଼ୁଆରେ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ଓ ତାଙ୍କ ସ୍ୱାମୀ ରାଜ କୁନ୍ଦ୍ରା। ଉଭୟଙ୍କ ବିରୋଧରେ ରୁଜୁ ହୋଇଛି ଠକେଇ ମାମଲା । ଜଣେ ବ୍ୟବସାୟୀ ବାନ୍ଦ୍ରା ପୋଲିସରେ ରାଜ ଓ ଶିଳ୍ପାଙ୍କ ବିରୋଧରେ ଏଫଆଇଆର ରୁଜୁ କରିଛନ୍ତି। ମେସର୍ସ ଏସଏଫଏଲ ପ୍ରାଇଭେଟ କମ୍ପାନୀର ଡାଇରେକ୍ଟର ଶିଳ୍ପା ସେଟ୍ଟୀ, ରାଜ କୁନ୍ଦ୍ରା, କାଶିଫ ଖାନ, ଦର୍ଶିତ ଶାହା ଓ ତାଙ୍କ ସହଯୋଗୀ ୧କୋଟି ୫୧ ଲକ୍ଷ ଟଙ୍କା ଠକେଇ କରିଥିବା ନେଇ ସେ ଅଭିଯୋଗ ଆଣିଛନ୍ତି ।
ଏହି କମ୍ପାନୀର ଫ୍ରାଞ୍ଚାଇଜି ନେଇ ପୁଣେ ଓ କୋରେଗାଓଁରେ ସ୍ପା ଓ ଜିମ୍ ସେଣ୍ଟର ଖୋଲିଲେ ବହୁତ ଫାଇଦା ହେବ ବୋଲି ତାଙ୍କୁ କୁହାଯାଇଥିଲା । ତେଣୁ ସେ ୧କୋଟି ଟଙ୍କାରୁ ଅଧିକ ଟଙ୍କା ରାଜ ଓ ଶିଳ୍ପାଙ୍କୁ ଦେଇଥିଲେ। ମାତ୍ର ସେମାନେ ଏହି ଅର୍ଥକୁ ନିଜ ସ୍ୱାର୍ଥରେ ବ୍ୟବହାର କରିଥିଲେ। ଟଙ୍କା ଫେରସ୍ତ ମାଗିବାରୁ ତାଙ୍କୁ ଧମକ ମିଳିଥିଲା ବୋଲି ସେ ଅଭିଯୋଗ କରିଛନ୍ତି।
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…
ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…
ଉଦଳା: ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…
ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…