ମନୋରଂଜନ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ବଲିଉଡ୍ ଅଭିନେତା ସୋନୁ ସୁଦ୍

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ବଲିଉଡ୍ ଅଭିନେତା ସୋନୁ ସୁଦ୍ । ଓଡିଶା ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ବଲିଉଡ ଅଭିନେତା ସୋନୁ ସୁଦ । ନବୀନ ନିବାସରେ ହେଲା ଭେଟଘାଟ। ଏହି ସମୟରେ ସୋନୁ କହିଛନ୍ତିକି କରୋନା ସମୟରେ କେନ୍ଦ୍ରାପଡ଼ାର ୭୦ରୁ ଅଧିକ ପିଲାଙ୍କୁ ଓଡିଶା ଆଣିବାରେ ସେ ସହାୟତା କରିଥିଲେ । ସେସମୟରେ ନିଜେ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଶୁଭେଚ୍ଛା ଦେଇଥିଲେ । କିନ୍ତୁ ତାହା ପରେ ମୁଖ୍ୟମନ୍ତ୍ରୀଙ୍କ ସହିତ ଭେଟ ହେବା ପାଇଁ ସୋନୁଙ୍କୁ କେବେ ସୁଯୋଗ ମିଳିନଥିବାରୁ ଟିକେ ସୁଯୋଗ ମିଳିବାରୁ ଚଳିତ ଥର ସେ ଓଡିଶା ଆସିଛନ୍ତି । ସୋନୁ ଏହା ମଧ୍ୟ କହିଛନ୍ତିକି ଓଡ଼ିଶାର ପାଣି ପବନ ତାଙ୍କର ଖୁବ ପସନ୍ଦ ।

ଅଭିନେତା ତଥା ଜଣେ ଦକ୍ଷ ସମାଜସେବୀ ଭାବେ ଜଣା ସୋନୁ ସୁଦ୍‌ ଆଜି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ତାଙ୍କ ବାସଭାବନାରେ ସାକ୍ଷାତ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ବାସ ଭବନ ନବୀନ ନିବାସକୁ ଯାଇ ସୋନୁ ସୁଦ୍‌ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ।

KNews Bureau

Recent Posts

ସ୍ଥିର ରହିଛି ସୁନା ଦର, କିଣିବାକୁ ଚାହୁଁଛନ୍ତି କି ଆଜି ହିଁ ନେଇ ଆସନ୍ତୁ

ଆଜି ସ୍ଥିର ରହିଛି ସୁନା-ରୂପା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ…

1 min ago

ବାରିପଦା ବସ ଷ୍ଟାଣ୍ଡରେ ହଣାକଟା ଘଟଣା: ଉଭୟ ପକ୍ଷରୁ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ୍

ବାରିପଦା (କେନ୍ୟୁଜ): ବାରିପଦା ଘରୋଇ ବସଷ୍ଟାଣ୍ଡରେ ହଣାକଟା ଘଟଣାରେ ପୋଲିସର ଆକ୍ସନ । ଦୁଇଟି ପୃଥକ ପୃଥକ ମାମଲା ରୁଜୁ…

10 mins ago

ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି : ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ

ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି । ପୌରପାଳିକାର ବିଭିନ୍ନ ଅଞ୍ଚଳରେ କୋହଳ ହେଉଛି କର୍ଫ୍ୟୁ । ଆଜି…

19 mins ago

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

35 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

50 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

1 hour ago