ମନୋରଂଜନ

ରିଲିଜ୍‌ ହେଲା ବାହୁବଳି ପ୍ରଭାସଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ଆଦିପୁରୁଷ’,ହଲ୍‌ରେ ଦର୍ଶକଙ୍କ ପ୍ରବଳ ଭିଡ଼

କେନ୍ୟୁଜ୍(ବ୍ୟୁରୋ): ରାବଣର ଗର୍ବ ଭାଙ୍ଗିବାକୁ ଫେରିଲେ ପ୍ରଭୁ ରାମଚନ୍ଦ୍ର । ରିଲିଜ ହେଲା ବାହୁବଳୀ ପ୍ରଭାସଙ୍କ ବହୁ ପ୍ରତିକ୍ଷୀତ ଫିଲ୍ମ ‘ଆଦିପୁରୁଷ’ । ଫିଲ୍ମ ହଲ୍‌ରେ ଦର୍ଶକଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି । ରାମକଥା ଉପରେ ଆଧାରିତ ଏହି ବିଗ୍‌ ବଜେଟର ଫିଲ୍ମ । ପ୍ରଭାସ ଏବଂ କ୍ରିତୀଙ୍କ କେମେଷ୍ଟ୍ରି ଦର୍ଶକଙ୍କ ହୃଦୟ ଜିତିଛି । ରାମଙ୍କ ଚରିତ୍ରରେ ପ୍ରଭାସ ଅଭିନୟ କରୁଥିବା ବେଳେ ମାତା ସୀତାଙ୍କ ଚରିତ୍ରରେ କ୍ରିତୀଙ୍କ ସୌମ୍ୟ ରୂପ ସମସ୍ତଙ୍କ ମନ ମୋହୁଛି । ସେହିପରି ସନି ସିଂ ଲକ୍ଷ୍ମଣ ଏବଂ ରାବଣ ହୋଇଛନ୍ତି ସୈଫ ଅଲ୍ଲୀ ଖାନ ।

ଫିଲ୍ମର ନିର୍ଦ୍ଦେଶନା ଦେଇଛନ୍ତି ଓମ୍‌ ରାଉତ । ଫିଲ୍ମର ଆଡଆନ୍ସ ବୁକିଂ କହୁଛି ଫିଲ୍ମ ପ୍ରଥମ ଦିନରେ ୧୦୦ କୋଟିରୁ ଅଧିକ କଲେକସନ୍‌ କରିବ । ଅନେକ ରେକର୍ଡ ଭାଙ୍ଗିବ ଫିଲ୍ମ ଆଦିପୁରୁଷ । ଅନେକ ନୂଆ ରେକର୍ଡ ତିଆରି ବି କରିବ

KNews Bureau

Recent Posts

ଓଡିଆ ପଣ୍ଡିତଙ୍କୁ ଗଙ୍ଗା ଘାଟ ଛାଡିବାକୁ ବାଧ୍ୟ କରାଯାଉଛି, ଚିନ୍ତାରେ ବର୍ଷ ବର୍ଷ ଧରି ରହିଆସୁଥିବା ଓଡିଆ ବ୍ରାହ୍ମଣ

କୋଲକାତା (କେନ୍ୟୁଜ) : ପୁଣ୍ୟତୋୟା ଗଙ୍ଗା ଘାଟଗୁଡ଼ିକ ଧର୍ମ ସଂସ୍କୃତି ଓ ଆସ୍ଥାର ପ୍ରମୁଖ ସ୍ଥଳୀ ଭାବରେ ପରିଚିତି ଲାଭ…

11 mins ago

ଘରେ କଳାକନା ବୁଲାଇ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ଆସବାବ ପତ୍ର ନେଇଗଲେ ଚୋର

ତାଳଚେର (କେନ୍ୟୁଜ) : ଯଦି ଆପଣ କେବେ ନିଜ ଘର ତାଲା ପକାଇ ବନ୍ଧୁ ଘର କିମ୍ବା ସମ୍ପର୍କୀୟଙ୍କ ଘରକୁ…

11 mins ago

କଳିଙ୍ଗ ଷ୍ଟାଡିୟମ କ୍ରୀଡ଼ା ଭିତ୍ତିଭୂମିର ସମୀକ୍ଷା କଲେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ

ଭୁବନେଶ୍ୱର(କେନ୍ୟୁଜ୍‌): କ୍ରୀଡ଼ା ଓ ଯୁବସେବା ମାନ୍ୟବର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଆଜି କଳିଙ୍ଗ ଷ୍ଟାଡିୟମ ଗସ୍ତ କରି ରାଜ୍ୟର…

19 mins ago

ଭୋଜି ଖାଇ ଫେରୁଥିଲେ ହେଲେ ଏକାସାଥିରେ ଆରପାରିକୁ ଚାଲିଗଲେ ଚାରି ସାଙ୍ଗ

ନୂଆପଡା (କେନ୍ୟୁଜ) : ଭୋଜି ଖାଇ ସାଙ୍ଗ ହୋଇ ଫେରୁଥିଲେ ଏହି ୪ ଜଣ ସାଙ୍ଗ । ଏମାନେ ୪…

24 mins ago

ଆଜି ସାରା ବିଶ୍ୱ ପାଳିଲା ‘ଆର୍ଟ ଅଫ୍ ଗିଭିଂ’ ଦିବସ

ଭୁବନେଶ୍ୱର(କେନ୍ୟୁଜ୍‌): ଜୁନ୍ ୧୭ ତାରିଖରେ ଭାରତ ସମେତ ବିଶ୍ୱର ୨୦୦ଟି ଦେଶର ୨୫ହଜାର ସ୍ଥାନରେ ୧୧ଶ ଅନ୍ତର୍ଜାତୀୟ ‘ଆର୍ଟ ଅଫ୍…

41 mins ago

ମହାନତା ଦେଖାଇଲେ ମୁଖ୍ୟମନ୍ତ୍ରୀ, ପୀଡିତଙ୍କୁ ୩୦ ହଜାର ଟଙ୍କା ସହ ଯୋଗାଇଲେ ଚିକିତ୍ସା

ଚାନ୍ଦବାଲି (କେନ୍ୟୁଜ): ଏ ଶରୀର କ୍ଷଣସ୍ଥାୟୀ । ସତରେ ଏ ଶରୀର କିଛି ନୁହେଁ ଆଜି ଭଲ ଅଛି ତ…

50 mins ago