ଅନୁଭବଙ୍କୁ ପୁଣି ଧମକ, ହ୍ବାଟ୍ସଆପ ମେସେଜ ଜରିଆରେ ମାଗିଲେ ସୁପାରି ଟଙ୍କା

ଭୁବନେଶ୍ବର(କେନ୍ୟୁଜ୍) : ପୁଣି ଅନୁଭବଙ୍କୁ ହତ୍ୟା ଧମକ । କେହି ଜଣେ ଅଜଣା ବ୍ୟକ୍ତି ହ୍ୱାଟ୍ସଆପ ମେସେଜରେ କେନ୍ଦ୍ରାପଡା ସାଂସଦ ପ୍ରାର୍ଥୀ ଅନୁଭବଙ୍କୁ ଧମକ ଦେଇଥିବା ଅଭିଯୋଗ କରିଛନ୍ତି।

ଗତକାଲି ୧୦ ଲକ୍ଷ ଟଙ୍କା ନଦେଲେ ହତ୍ୟା କରିବେ ବୋଲି ଧମକ ଦେଇଥିବା ବେଳେ ଆଜି ହତ୍ୟା କରିବେ ବୋଲି କହିଛନ୍ତି। ଏନେଇ ଅନୁଭବ ପୁରୀଘାଟ ଥାନାରେ ଏତଲା ଦେଇଛନ୍ତି । ଅନୁଭବଙ୍କ ଅଭିଯୋଗ ପରେ ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.