ମନୋରଂଜନ

ଅମିତାଭ ବଚ୍ଚନଙ୍କୁ ନେଇ ଚଳଚ୍ଚିତ୍ର ନିର୍ମାଣ କରିବାକୁ ଯାଉଛନ୍ତି ଅଜୟ ଦେବଗନ, ଫିଲ୍ମ ‘ମେ ଡେ’ରେ ଦୁହେଁ ଏକାଠି ଆସିବେ ନଜର

ଅଜୟ ଦେବଗନ୍ ପୁଣି ଥରେ ନିର୍ଦ୍ଦେଶକ ଚେୟାରରେ ବସିବାକୁ ଯାଉଛନ୍ତି । ସୂଚନା ଅନୁଯାୟୀ ସେ ଅମିତାଭ ବଚ୍ଚନଙ୍କୁ ନେଇ ‘ମେ ଡେ’ ନାମକ ଏକ ଫିଲ୍ମ ନିର୍ମାଣ କରିବାକୁ ଯାଉଛନ୍ତି । ଅଜୟ ନିଜେ ମଧ୍ୟ ଏହି ଚଳଚ୍ଚିତ୍ରରେ ଅଭିନୟ କରିବେ । ସେ ଜଣେ ପାଇଲଟ ଭୂମିକାରେ ଅଭିନୟ କରିବେ ।

‘ମେ ଡେ’ର ଶୁଟିଂ ଚଳିତ ବର୍ଷ ଡିସେମ୍ବରରୁ ଆରମ୍ଭ ହେବ । ସେତେବେଳକୁ ଅନ୍ୟ କଳାକାରମାନେ ମଧ୍ୟ ମନୋନୀତ ହେବେ । ପ୍ରଥମ ସିଡ୍ୟୁଲ ହାଇଦ୍ରାବାଦରେ ହେବ । ଅଜୟ ଏବଂ ଅମିତାଭ ପ୍ରାୟ 7 ବର୍ଷ ପରେ ଏକାଠି ଏକ ଫିଲ୍ମ କରିବାକୁ ଯାଉଛନ୍ତି । ଏହି ଉଭୟ କଳାକାର ମେଜର ସାବ, ଖାକି ଏବଂ ସତ୍ୟାଗ୍ରହ ଭଳି ଚଳଚ୍ଚିତ୍ରରେ ଏକାଠି କାମ କରିଥିବା ଦେଖିବାକୁ ମିଳିଥିଲା । ମିଳିଥିବା ଖବର ଅନୁଯାୟୀ ‘ମେ ଡେ’କୁ ପ୍ରଡ୍ୟୁସ କରିବେ ନିଜେ ଅଜୟ ଦେବଗନ ।

KNews Bureau

Recent Posts

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

15 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

25 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

36 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

1 hour ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

1 hour ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

2 hours ago