କରୋନାକୁ ମାତ୍ ଦେଲେ ଅର୍ଜୁନ କପୁର। କୋଭିଡ୍ ଟେଷ୍ଟରେ ତାଙ୍କ ରିପୋର୍ଟ ନେଗେଟିଭ୍ ଆସିଛି। ସୁସ୍ଥ ହେବା ପରେ ଅର୍ଜୁନ କହିଛନ୍ତି ମୁଁ ଏବେ ସମ୍ପୂର୍ଣ୍ଣ ସୁସ୍ଥ ଅଛି ଓ କାମକୁ ଫେରିବାକୁ ଏକ୍ସାଇଟେଡ୍ ଅଛି। ବୁଧବାର ଦିନ ଅର୍ଜୁନ୍ ଇନ୍ଷ୍ଟାଗ୍ରାମ୍ରେ ଏକ ନୋଟ୍ ସେୟାର କରି ନିଜ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ସୂଚନା ଦେଇଛନ୍ତି।
ଅର୍ଜୁନ୍ କପୁର ଲେଖିଛନ୍ତି ‘ହାଏ! ମୋ କରୋନା ରିପୋର୍ଟ ନେଗେଟିଭ୍ ଆସିଛି। ସମ୍ପୂର୍ଣ୍ଣ ସୁସ୍ଥ ହେବା ପରେ ବେଶ୍ ଖୁସି ଲାଗୁଛି। କାମକୁ ଫେରିବା ପାଇଁ ଏକ୍ସାଇଟେଡ୍ ଅଛି’। କରୋନା ସମୟରେ ଫ୍ୟାନ୍ମାନେ ତାଙ୍କ ପାଇଁ ଚିନ୍ତା କରୁଥିବାରୁ ସେ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏଥିସହ ସମସ୍ତେ କରୋନାକୁ ଗୁରୁତ୍ୱର ସହ ନିଅନ୍ତୁ ବୋଲି ସେ ନିବେଦନ କରିଛନ୍ତି।
ସୂଚନାଯୋଗ୍ୟ ଯେ କିଛି ଦିନ ପୂର୍ବରୁ ଅର୍ଜୁନଙ୍କ ପ୍ରେମିକା ମଲାଇଲା ଆରୋରା ମଧ୍ୟ କରୋନାରୁ ସୁସ୍ଥ ହୋଇଛନ୍ତି। ସୁସ୍ଥ ହେବା ନେଇ ମଲାଇକା ନିଜେ ଇନ୍ଷ୍ଟାଗ୍ରାମ୍ରେ ପୋଷ୍ଟ ସେୟାର କରିଥିଲେ।
ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…
ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…