ମନୋରଂଜନ

ଆଗାମୀ ଫିଲ୍ମର ଘୋଷଣା କଲେ ବାହୁବଲୀ ଷ୍ଟାର ପ୍ରଭାସ

ସାହୋ ପରେ ଆଗାମୀ ଫିଲ୍ମର ଘୋଷଣା କଲେ ବାହୁବଲୀ ଷ୍ଟାର ପ୍ରଭାସ । ଫିଲ୍ମର ନିର୍ଦ୍ଦେଶନା ଦେବେ ନାଗ ଅଶ୍ୱନୀ । ବୈଜୟନ୍ତୀ ଏଣ୍ଟରଟେନମେଣ୍ଟ ବ୍ୟାନର ତଳେ ଫିଲ୍ମ ନିର୍ମାଣ ହେବ । ଏ ପର୍ଯ୍ୟନ୍ତ ଫିଲ୍ମର ନାଁ ଘୋଷଣା ହୋଇନି ।

ସେହିପରି ଭଲ କଲେକ୍ସନ କରୁଛି ଆୟୁଷ୍ମାନଙ୍କ ଫିଲ୍ମ ଶୁଭ ମଙ୍ଗଲ ଜ୍ୟାଦା ସାବଧାନ । ଫିଲ୍ମ ଏବେ ଯାଏ ୩୯କୋଟିରୁ ଅଧିକ କଲେକ୍ସନ କରିଛି । ସମଲିଙ୍ଗୀ ସମ୍ପର୍କକୁ ନେଇ ନିର୍ମିତ ଏହି ଫିଲ୍ମରେ ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି ଆୟୁଷ୍ମାନ ଓ ଜିତେନ୍ଦ୍ର କୁମାର ।

Pritiparna

Recent Posts

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

3 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

19 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

52 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

54 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

1 hour ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

1 hour ago