Below header

ବଲିଉଡ୍‌ ସୁପରଷ୍ଟାର ଅମିତାଭ ବଚ୍ଚନଙ୍କୁ ପୁଣି କରୋନା, ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କୁ ଟେଷ୍ଟ କରିବାକୁ ଦେଲେ ପରାମର୍ଶ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ଅମିତାଭ ବଚ୍ଚନଙ୍କୁ କରୋନା । ବିଗ୍‌ ବି କୋଭିଡ ପଜିଟିଭ । ଯେଉଁମାନେ ଅଳ୍ପ କିଛି ଦିନ ଭିତରେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନେ କୋଭିଡ ଟେଷ୍ଟ କରାଇନେବା ପାଇଁ ସେ ପରାମର୍ଶ ଦେଇଛନ୍ତି । ଅମିତାଭ ବଚ୍ଚନ ଦ୍ୱିତୀୟ ଥର ପାଇଁ କୋଭିଡ ପଜିଟିଭ ହୋଇଛନ୍ତି । ଏହା ପୂର୍ବରୁ ୨୦୨୦ରେ ସେ କରୋନା ସଂକ୍ରମିତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ସେତେବେଳେ ପୁଅ ଅଭିଷେକ, ବୋହୂ ଐଶ୍ୱର୍ଯ୍ୟା ଓ ନାତୁଣୀ ଆରାଧ୍ୟ ମଧ୍ୟ କୋଭିଡ-୧୯ ସଂକ୍ରମିତ ହୋଇଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.