କମେଡି କୁଇନ ଭାରତୀ ସିଂହ ଗିରଫ। ଆଜି ସକାଳେ ଭାରତୀ ସିଂହ ଓ ସ୍ୱାମୀ ହର୍ଷ ଲିମ୍ବାଚିୟାଙ୍କ ମୁମ୍ବାଇସ୍ଥିତ ଫ୍ଲାଟ୍ରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନ୍ସିବି) ଚଢ଼ଉ କରିଥିଲା। ଚଢ଼ାଉ ବେଳେ ତାଙ୍କ ଘରୁ ଗଂଜେଇ ଜବତ ହୋଇଥିଲା। ଡ୍ରଗ୍ସ ମାମଲାକୁ ନେଇ ଏହି ଚଢ଼ଉ କରାଯାଇଥିଲା । ତଦନ୍ତକାରୀ ସଂସ୍ଥା ଏନେଇ ସୂଚନା ଦେଇଥିଲା।
ସୂଚନାଯୋଗ୍ୟ ଯେ ଏନ୍ସିବି ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ମାମଲାରେ ଡ୍ରଗ୍ସ ଦିଗକୁ ନେଇ ଯାଞ୍ଚ ଚଳାଇଛି। ଏହି ମାମଲାରେ ବଲିଉଡ୍ର ଅନେକ କଳାକାରଙ୍କୁ ଇତିମଧ୍ୟରେ ପଚରାଉଚରା କରାସରିଲାଣି। ନିକଟରେ ଅର୍ଜୁନ୍ ରାମପାଲ୍ ଓ ଫିଲ୍ମ ନିର୍ମାତା ଫିରୋଜ ନାଡିୟାଡବାଲାଙ୍କ ଘରେ ମଧ୍ୟ ଏନ୍ସିବି ଚଢ଼ଉ କରିଥିଲା।
ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…
ଭୁବନେଶ୍ୱର(କେନ୍ୟୁଜ୍): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…
ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…
ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…
ଭୁବନେଶ୍ୱର(କେନ୍ୟୁଜ୍): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…
ଭଦ୍ରକ (କେନ୍ୟୁଜ୍): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…