Categories: ମନୋରଂଜନ

ଫିଲ୍ମ ‘ଭାରତ’ର ରିଲିଜ୍ କୁ ନେଇ ମାମଲା ଖାରଜ କଲେ ଦିଲ୍ଲୀ ହାଇକୋର୍ଟ

ସଲମାନ୍‌ ଖାନ୍‌ ଓ କ୍ୟାଟ୍ରିନା କୈଫ୍‌ଙ୍କ ଅଭିନୀତ ବହୁପ୍ରତୀକ୍ଷିତ ଫିଲ୍ମ ‘ଭାରତ’କୁ ନେଇ ହୋଇଥିବା ଜନସ୍ୱାର୍ଥ ମାମଲାକୁ ଗତ ସୋମବାର ଦିଲ୍ଲୀ ହାଇକୋର୍ଟ ଖାରଜ କରିଛନ୍ତି । ସୂଚନା ଅନୁଯାୟୀ, ସଲମାନ୍‌ ଖାନ ଅଭିନୀତ ଫିଲ୍ମ ‘ଭାରତ’ ୫ ଜୁନ୍‌ ୨୦୧୯ରେ ରିଲିଜ୍‌ ହେବାକୁ ଥିବା ବେଳେ ଏ ନେଇ ଦିଲ୍ଲୀ ହାଇକୋର୍ଟ ଗତ ସୋମବାର ଦିନ ସୁପରଷ୍ଟାର ସଲମାନ ଖାନଙ୍କ ଫିଲ୍ମ ‘ଭାରତ’ ର ପ୍ରଦର୍ଶନ ଉପରେ ଲଗାଯାଇଥିବା ପିଟିସନ୍ ଖାରଜ କରିଛନ୍ତି।

ଦେଶର ନାମ ରଖାଯାଇଥିବା ଏହି ଫିଲ୍ମ ସାଂସ୍କୃତିକ ଏବଂ ରାଜନୈତିକ ଛବି ଉପରେ ଖରାପ ପ୍ରଭାବ ପକାଇବ ବୋଲି ଉଲ୍ଲେଖ କରାଯାଇଛି। ଫିଲ୍ମର ଟାଇଟେଲ୍ ଭାରତୀୟ ସମ୍ବିଧାନର ପ୍ରତୀକ ଏବଂ ନାମ ଅଧିନିୟମ (ଅନୁଚିତ ଉପଯୋଗ)ର ଧାରା ୩ର ଉଲ୍ଲଘଂନ ଅଟେ। ଏହି କାରଣରୁ ‘ଭାରତ’ ଶଦ୍ଦର ବ୍ୟବହାର କମର୍ସିୟାଲ ଉଦ୍ଦେଶ୍ୟରେ ବ୍ୟବହାର କରାଯାଇପାରିବ ନାହିଁ ଉଲ୍ଲେଖ କରାଯାଇଥିଲା।

ବର୍ତ୍ତମାନ ଦିଲ୍ଲୀ ହାଇକୋର୍ଟ ଏହି ମାମଲାକୁ ଖାରଜ କରିବା ସହିତ ୫ ଜୁନ୍‌ରେ ଏହି ରିଲିଜ୍‌ କରାଯିବା ନେଇ ନିର୍ଦ୍ଦେଶ ଦେଇଛନ୍ତି।

KNews Bureau

Recent Posts

ଫ୍ୟାନକୁ ଡେଟ୍ କରିବାକୁ ଚାହୁଁଛନ୍ତି କାର୍ତ୍ତିକ ଆର୍ଯ୍ୟନ୍! ଫିମେଲ୍ ଫ୍ୟାନ୍ସଙ୍କର ଲାଗିଲା ଲଟେରୀ

କାର୍ତ୍ତିକ ଆର୍ଯ୍ୟନ୍ ତାଙ୍କ ଆଗାମୀ ଫିଲ୍ମ 'ଚନ୍ଦୁ ଚାମ୍ପିଅନ୍'କୁ ନେଇ ଆଜିକାଲି ଖୁବ ଚର୍ଚ୍ଚାରେ ଅଛନ୍ତି । ନିକଟରେ ଫିଲ୍ମରୁ…

26 mins ago

ସ୍ୱପ୍ନାଦେଶ ପରେ ମା’ଙ୍କ ନାମକରଣ ହୋଇଥିଲା ସୁବର୍ଣ୍ଣରେଖା, ଏବେ ଚାଲିଛି ଠାକୁରାଣୀଙ୍କ ଯାତ୍ରା

ଗଞ୍ଜାମ(କେନ୍ୟୁଜ)- ମା’ଙ୍କ ଯାତ୍ରା ପାଇଁ ଘଣ୍ଟ ଘଣ୍ଟା ହୁଳହୁଳିରେ କମ୍ପି ଉଠୁଛି ଗଗନ ପବନ । ହଜାର ହଜାର ଭକ୍ତଙ୍କ…

37 mins ago

କଂସା ବାସନର ଉପକାରିତା କହିଲେ ନସରେ: ଠାକୁରଙ୍କ ପାଇଁ ଭୋଗ ବାଢ଼ିବା ହେଉ କି ଜ୍ୱାଇଁ ଚର୍ଚ୍ଚା ସବୁଠି ଦରକାର

ବିନିକା(କେନ୍ୟୁଜ): ଠାକୁରଙ୍କ ପାଇଁ ଭୋଗ ବାଢ଼ିବାକୁ ହେଉ କି ଜ୍ୱାଇଁ ଚର୍ଚ୍ଚା ଅବା ଘରକୁ ଅତିଥି ଆସିଲେ ପାଦ ଧୋଇବା…

47 mins ago

ଆହୁରି ୫ ଦିନ କଲବଲ କରିବ ପ୍ରଚଣ୍ଡ ଗରମ ଓ ଗୁଳୁଗୁଳି, ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର (କେନ୍ୟୁଜ): ଜଳୁଛି ପଶ୍ଚିମ ଓଡ଼ିଶା ।  ତିନି ଦିନ ଯାଏ କଲବଲ କରିବ ତାତି ।  ଗ୍ରୀଷ୍ମପ୍ରବାହ ନେଇ…

59 mins ago

ଲାଇଭ ମ୍ୟାଚରେ ରୋହିତଙ୍କୁ ଭେଟିବାକୁ ପହଞ୍ଚିଲେ ଫ୍ୟାନ୍‌, ଧରିଲା ଆମେରିକା ପୋଲିସ: ରୋହିତଙ୍କ ରିଆକ୍ସନ ଭାଇରଲ

ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଓ୍ଵାର୍ମଅପ୍‌ ମ୍ୟାଚ ଖେଳାଯାଇଥିଲା । ଏହି ମ୍ୟାଚରେ…

1 hour ago

ସ୍କୁଟିରେ ଯାଉଥିବା ବେଳେ ଅଘଟଣ, ନଡ଼ିଆ ଗଛ ପଡି ୨ ମୃତ, ଜଣେ ଗୁରୁତର

କୋଣାର୍କ (କେନ୍ୟୁଜ): ନଡ଼ିଆ ଗଛ ପଡି ଗଲା ଜୀବନ । ୨ ମୃତ, ଜଣେ ଗୁରୁତର ।  ଗୋପ ସରଡ଼ା…

1 hour ago