ଆଜି ଫିଲ୍ମ ଫ୍ରାଇଡେରେ ରିଲିଜ୍ ହେଲା ତାପସୀ ପନ୍ନୁଙ୍କ ଫିଲ୍ମ ‘ଥପ୍ପଡ’

ଆଜି ଫିଲ୍ମ ଫ୍ରାଇଡେରେ ରିଲିଜ ହୋଇଛି ତାପସୀ ପନ୍ନୁଙ୍କ ଫିଲ୍ମ ଥପ୍ପଡ। ଫିଲ୍ମରେ ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି ଅଭିନେତ୍ରୀ ତାପସି ପନ୍ନୁ । ଏହି ଫିଲ୍ମରେ ତାପସିଙ୍କୁ ଏକ ଭିନ୍ନ ଅବତାରରେ ଦେଖିବାକୁ ମିଳିଛି।

Leave A Reply

Your email address will not be published.