Categories: ମନୋରଂଜନ

ଆଜି ଫ୍ରାଇଡେ ରିଲିଜ୍‌ରେ ହଲକୁ ଆସିଲା ‘ଟୋଟାଲ ଧମାଲ’

ଆଜି ଫ୍ରାଇଡେ ରିଲିଜ୍‌ରେ ହଲକୁ ଆସିଲା କମେଡି ମୁଭି ଟୋଟାଲ ଧମାଲ। ଫିଲ୍ମରେ ଅଭିନୟ କରିଛନ୍ତି ଅଜୟ ଦେବଗନ୍‌, ମାଧୁରୀ ଦିକ୍ଷୀତ, ଅନୀଲ କପୁର, ରିତେଶ ଦେଶମୁଖ, ଜାଭେଦ ଜାଫରୀ, ସଞ୍ଜୟ ମିଶ୍ରା, ଅର୍ସଦ ୱାରସୀ,ଇଶା ଗୁପ୍ତା ଓ ବୋମନ ଇରାନୀ । ୨୦୦୭ରେ ରିଲିଜ ହୋଇଥିବା ଇନ୍ଦ୍ର କୁମାରଙ୍କ ସୁପରହିଟ୍‌ ଫିଲ୍ମ ସିରିଜ ଧମାଲ ଓ ଡବଲ ଧମାଲର ଥାର୍ଡ ପାର୍ଟ ହେଉଛି ଟୋଟାଲ ଧମାଲ। ୫୦କୋଟି ଟଙ୍କା ପାଇବା ପାଇଁ ଆରମ୍ଭ ହୋଇଛି ଏକ ଆଡଭେଞ୍ଚର ଜର୍ଣ୍ଣି । ଟଙ୍କା ଖୋଜିବାକୁ ଯାଇ ଘଟୁଛି ଖୁବ ମଜାଦାର ଘଟଣା । ଯାହାକୁ ନେଇ ଫିଲ୍ମର କାହାଣୀ ଗତିଶୀଳ । ଇନ୍ଦ୍ର କୁମାର ଫିଲ୍ମର ନିର୍ଦ୍ଦେଶନା ଦେଈଛନ୍ତି । ଫିଲ୍ମରେ ଗେଷ୍ଟ ଆପିଏରାନ୍‌ସରେ ନଜର ଆସିଛନ୍ତି ଆମୀର ଖାନ୍‌ ଓ ସୋନାକ୍ଷୀ ସିହ୍ନା।

Sonalisa

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକଙ୍କ ପାଇଁ ଦିନଟି ଅତ୍ୟନ୍ତ ଖୁସିରେ କଟିବ, ସାଙ୍ଗଙ୍କ ସହ ଭେଟ ହୋଇପରେ

ମେଷ : ଆପଣ ଆଜି କିଛି ଭଲ ଖବର ପାଇପାରନ୍ତି । ସାଙ୍ଗଙ୍କ ସହ ବହୁତ ଖୁସି ରହିବେ ।…

6 hours ago

ପରିବାର ଉପରେ ସଂଘବଦ୍ଧ ଆକ୍ରମଣ ଅଭିଯୋଗ, ୩ ଗୁରୁତର

 ଆଳି : କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଭୁଇଁପୁର ଛକରେ ଜଣେ ଠିକାଦାରଙ୍କ ଭାଇ ସମେତ ତାଙ୍କର ପରିବାର…

7 hours ago

କାମଚଳା ବାଚସ୍ପତି ହେଲେ ବିଜେଡିର ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ

ଭୁବନେଶ୍ୱର : କାମଚଳା ବାଚସ୍ପତି ହେଲେ ବିଜେଡି ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ରାଜଭବନରେ ଶପଥ ପାଠ…

8 hours ago

ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ସରକାରୀ କାର୍ଯ୍ୟକ୍ରମ, ରାଜ୍ୟ ସଂଗ୍ରହାଳୟରେ ଆୟୋଜିତ ରଜ ମହୋତ୍ସବରେ ସାମିଲ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ହେବା ପରେ ମୋହନ ମାଝୀଙ୍କ ପ୍ରଥମ ସରକାରୀ କାର୍ଯ୍ୟକ୍ରମ । ରାଜ୍ୟ ସଂଗ୍ରହାଳୟରେ ଆୟୋଜିତ ରଜ…

10 hours ago

ପୂର୍ବ ଶତ୍ରୁତାରୁ ଆକ୍ରମଣ ଘଟଣା, ଥାନା ଅଧିକାରୀଙ୍କ ବିରୋଧରେ ଏସ୍‌ପିଙ୍କ ନିକଟରେ ଫେରାଦ ହେଲା ନାବାଳକ ପୁଅ

ନୟାଗଡ଼ (କେନ୍ୟୁଜ୍‌) : ଜମି ବାଡ଼ି ବିବାଦ କୁ ନେଇ ମାଡ଼ପିଟ l ଗୋଟିଏ ପରିବାରର ୪ ଜଣ ଗୁରୁତର…

10 hours ago

ଜବତ ବୋମାକୁ ନିଷ୍କ୍ରିୟ କରିବାକୁ କିଏ ନିର୍ଦ୍ଦେଶ ଦେଇଥିଲେ ?

କଟକ: ଜବତ ବୋମା ନିଷ୍କ୍ରିୟ କଲା ବେଳେ ଫୁଟିଲା ବୋମା । ବୋମା ଫୁଟିବା ଶଦ୍ଦ ଏତେ ଜୋରରେ ଥିଲା…

11 hours ago