Categories: ମନୋରଂଜନ

ଫିଲ୍ମ ‘ପୃଥ୍ଵୀରାଜ୍‌ ଚୌହାନ୍‌’ ରେ ଅଭିନୟ କରିବେ ବିଶ୍ୱ ସୁନ୍ଦରୀ ମାନୁଷୀ ଛିଲ୍ଲର, ଜାଣନ୍ତୁ କେଉଁ ଚରିତ୍ରରେ ଆସିବେ ନଜର

ନିର୍ଦ୍ଦେଶକ ଚନ୍ଦ୍ରପ୍ରକାଶ ଦ୍ୱିବେଦୀଙ୍କ ଆଗାମୀ ଫିଲ୍ମ ପୃଥ୍ଵୀରାଜ୍‌ ଚୌହାନ୍‌ର କାଷ୍ଟିଙ୍ଗ୍‌ ପ୍ରାୟ ଶେଷ ହୋଇ ଆସିଥିବା ଜଣା ପଡ଼ିଛି । ଫିଲ୍ମରେ ପୃଥ୍ଵୀରାଜ୍‌ ଚୌହାନ୍‌ଙ୍କ ଭୂମିକାରେ ଅକ୍ଷୟ କୁମାର ନଜର ଆସିବାକୁ ଥିବା ବେଳେ ଖଳନାୟକ ମହମ୍ମଦ ଗୌରୀଙ୍କ ଭୂମିକାରେ ନଜର ଆସିବେ ମାନବ ବିଜ୍‌ । ଫିଲ୍ମରେ ପୃଥ୍ଵୀରାଜ୍‌ ଚୌହାନ୍‌ଙ୍କ ପରାକ୍ରମକୁ ଦର୍ଶକ ଦେଖି ପାରିବେ । ତେବେ ଏହି ଫିଲ୍ମରେ ପୃଥ୍ଵୀରାଜ୍‌ ଚୌହାନ୍‌ଙ୍କ ପତ୍ନୀ ସଂଯୁକ୍ତାଙ୍କ ଭୂମିକାରେ ନଜର ଆସିବେ ବିଶ୍ୱ ସୁନ୍ଦରୀ ମାନୁଷୀ ଛିଲ୍ଲର ।

ଏହାସହ ପଢନ୍ତୁ: ୨୦ ଦିନ ପର୍ଯ୍ୟନ୍ତ କେବଳ ଗାଜର ଓ କଫି ପିଇ ଜୀବନ ବଞ୍ଚାଇଥିଲେ ଏହି ଅଭିନେତା, ଆଜି ସେ ଘରେ ଘରେ ପରିଚିତ

ଇତିହାସକୁ ଦେଖିବାକୁ ଗଲେ, ପୃଥ୍ଵୀରାଜ୍‌ ଚୌହାନ୍‌ଙ୍କ ୪ଟି ରାଣୀ ଥିଲେ । କିନ୍ତୁ ଫିଲ୍ମରେ କେବଳ ଦୁଇଟି ରାଣୀଙ୍କୁ ଦର୍ଶକେ ଦେଖି ପାରିବେ । ରିପୋର୍ଟ ଅନୁଯାୟୀ ପ୍ରଥମ ରାଣୀ ସଂଯୁକ୍ତାଙ୍କ ଭୂମିକାରେ ମାନୁଷୀ ଆସିବା ସହ ଦ୍ୱିତୀୟ ରାଣୀଙ୍କ ଭୂମିକାରେ କୌଣସି ଟିଭି କଳାକାର ନଜର ଆସିବେ ବୋଲି ଜଣା ପଡ଼ିଛି । ଫିଲ୍ମର ସୁଟିଂ ରାଜସ୍ଥାନ ଓ ଉତ୍ତର ଭାରତର ଅନ୍ୟ ରାଜ୍ୟରେ ହେବାର ସୂଚନା ମିଳିଛି ।

KNews Bureau

Recent Posts

ଯୋଗ ଦିବସରେ କାଶ୍ମୀର ମହିଳାଙ୍କ ସହିତ ସେଲଫି ନେଲେ ମୋଦି, ଫଟୋ ଭାଇରଲ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅର୍ନ୍ତରାଷ୍ଟ୍ରୀୟ ଯୋଗ ଦିବସରେ ଜମ୍ମୁ କାଶ୍ମୀର ଶ୍ରୀନଗର ସ୍ଥିତ ଶେର-ଏ-କଶ୍ମୀର ଅର୍ନ୍ତରାଷ୍ଟ୍ରୀୟ ସମ୍ମେଳନ କେନ୍ଦ୍ର (SKICC)…

3 mins ago

ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ, ପଥରରେ ଛେଚି ଯୁବକଙ୍କୁ ହତ୍ୟା

କଣ୍ଟାବାଞ୍ଜି (କେନ୍ୟୁଜ); ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ। ସିନ୍ଧେକେଲା ଥାନା ସାଲେବରଟ ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତ…

16 mins ago

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ, ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ

ଭୁବନେଶ୍ୱର (କେନ୍ୟୁଜ) : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ  ।  ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ ।  ଭୁବନେଶ୍ବର ତମାଣ୍ଡୋରେ…

32 mins ago

କିଟ୍ ରେ ଯୋଗ ଦିବସ ପାଳିତ, ମାନସିକ ଓ ଶାରୀରିକ ସୁସ୍ଥତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ ବୋଲି କହିଲେ ଡକ୍ଟର ସାମନ୍ତ

ଭୁବନେଶ୍ୱର (କେନ୍ୟୁଜ): ଆଜି କିଟ୍ ପକ୍ଷରୁ ପାଳିତ ହୋଇଛି ଅନ୍ତର୍ଜାତୀୟ ଯୋଗ ଦିବସ । କିଟ୍ ଇଣ୍ଡୋର ଷ୍ଟାଡିୟମରେ କିଟ୍…

2 hours ago

ଅନ୍ତର୍ଜାତୀୟ ଯୋଗ ଦିବସରେ କାଶ୍ମୀର ମାଟିରୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଶ୍ରୀନଗର: ଆଜି ବିଶ୍ୱ ପାଳୁଛି ଅନ୍ତର୍ଜାତୀୟ ଯୋଗ ଦିବସ। ପ୍ରତିବର୍ଷ ଜୁନ ୨୧ରେ ପାଳିତ ହେଉଛି ଏହି ଦିବସ ।…

2 hours ago

ଆସନ୍ତାକାଲି ସ୍ନାନପୂର୍ଣ୍ଣିମା: ଭୋର ୪ ଟାରୁ ୬ଟା ମଧ୍ଯରେ ହେବ ମହାପ୍ରଭୁଙ୍କ ପହଣ୍ଡି ବିଜେ

ପୁରୀ (କେନ୍ୟୁଜ):  ଦିନକ ପରେ ମହାପ୍ରଭୁଙ୍କ ପବିତ୍ର ସ୍ନାନପୂର୍ଣ୍ଣିମା । ରତ୍ନବେଦୀ ଛାଡି ସ୍ନାନବେଦୀରେ ୧୦୮ ଗଡୁ ସୁବାସିତ ଜଳରେ…

2 hours ago