ବର୍ଷା-ଅନୁଭବଙ୍କୁ ସୋସିଆଲ ମିଡ଼ିଆ ମନା । ବର୍ଷା-ଅନୁଭବଙ୍କୁ ତାଗିଦ କଲେ ହାଇକୋର୍ଟ । କେହି କାହା ବିରୋଧରେ ମନ୍ତବ୍ୟ ନଦେବାକୁ ଉଭୟଙ୍କୁ ତାଗିଦ କଲେ ହାଇକୋର୍ଟ । ଆଗକୁ ଆଉ କୌଣସି ଭିଡିଓ ପୋଷ୍ଟ ନକରିବାକୁ ଅନୁଭବଙ୍କୁ ତାଗିଦ କଲେ ହାଇକୋର୍ଟ । ଜୁଲାଇ ୪ ତାରିଖ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ କରାଯାଇଛି | କହିରଖିବା ଉଚିତ ହେବକି ସୋସିଆଲ ମିଡିଆରେ ଅନୁଭବଙ୍କ ଭିଡିଓ ପୋଷ୍ଟକୁ ନେଇ ହାଇକୋର୍ଟ ଯାଇଥିଲେ ବର୍ଷା ।
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…
ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…
ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…
ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…
ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…