ମୁମ୍ବାଇ : ପାକିସ୍ତାନୀ କଳାକାରଙ୍କୁ ବଲିଉଡକୁ ନୋ ଏଣ୍ଟ୍ରି। ଭାରତୀୟ ଫିଲ୍ମ ଇଣ୍ଡଷ୍ଟ୍ରିଜ ଦ୍ୱାର ସେମାନଙ୍କ ପାଇଁ ବନ୍ଦ। ପାକିସ୍ତାନ ଅଭିନେତା ଓ ଅଭିନେତ୍ରୀଙ୍କୁ ସମ୍ପୂର୍ଣ୍ଣ ବ୍ୟାନ ଘୋଷଣା କରିଛି ଅଲ୍ ଇଣ୍ଡିଆ ସିନେ ୱାର୍କର୍ସ ଆସୋସିଏସନ। ଏନେଇ ସଂଘ ପକ୍ଷରୁ ଏକ ପ୍ରେସ ବିବୃତ୍ତିରେ ସୂଚନା ଦିଆଯାଇଛି। ପାକ୍ କଳାକାରଙ୍କୁ ନେଇ କାମ କରୁଥିବା ସଂସ୍ଥା କିମ୍ବା ସେମାନଙ୍କୁ ଅନୁଗ୍ରହ ଦେଖାଉଥିବା ବ୍ୟକ୍ତି ବିଶେଷଙ୍କ ଉପରେ ମଧ୍ୟ କଟକଣା ଲଗାଇବାକୁ ଚେତାବନୀ ଦିଆଯାଇଛି। ପୁଲୱାମା ଆତଙ୍କବାଦୀ ଆକ୍ରମଣକୁ AICWA ଦୃଢ଼ ନିନ୍ଦା କରିବା ସହ ସହିଦଙ୍କ ପରିବାରକୁ ସମବେଦନା ଜଣାଇଛି ସିନେ ୱାର୍କର୍ସ ଆସୋସିଏସନ୍। ସଂଘ ପକ୍ଷରୁ କୁହାଯାଇଛି ଯେ, ଆମ ପାଇଁ ଦେଶ ପ୍ରଥମ। ଆମେ ଦେଶ ସହ ରହିଛୁ।
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…
ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…
ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…
ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…