ବଲିଉଡ୍ ଆକ୍ଟ୍ରେସ୍ ଜାହ୍ନବୀ କପୁର ସୋସିଆଲ ମିଡିଆରେ ଖାସ୍ ଆକ୍ଟିଭ୍ ରୁହନ୍ତି। ପ୍ରତ୍ୟେକ ଦିନ ଗ୍ଲାମର୍ସ ଫଟୋ ଏବଂ ଭିଡିଓ ଫ୍ୟାନ୍ସଙ୍କୁ ସେୟାର କରନ୍ତି। ଏବେ ଜାହ୍ନବୀ କପୁରଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ହେଉଛି। ଯେଉଁଥିରେ ସେ ଇ-ରିକ୍ସା ଚଲାଉଥିବା ନଜର ଆସୁଛନ୍ତି।
ଭୁବନେଶ୍ୱର: ଅବସରପ୍ରାପ୍ତ ଅତିଥି ଶିକ୍ଷକ ପାଠ ପଢ଼ାଇବେ। ସେମାନଙ୍କ ସହ ଏଗ୍ରିମେଣ୍ଟ ହେବ, ଅଧିକ ଆଲୋଚନା ହୋଇ ନିଯୁକ୍ତି ଦିଆଯିବ।…
କୋରାପୁଟ : ଦୁଇ ନକଲି ନକ୍ସଲ ଗିରଫ । ଜୟପୁର ସଦର ଥାନା ଓ ବୈପାରିଗୁଡା ପୋଲିସର ମିଳିତ ଉଦ୍ୟମରେ…
ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…
ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…