ମନୋରଂଜନ

ବାଜି ମାରିଲେ କଙ୍ଗନା,ନୋଟି ବିନୋଦିନୀଙ୍କ ବାୟୋପିକରେ ଆସିବେ ନଜର

ଏକ ବଡ ପ୍ରୋଜେକ୍ଟ ପାଇଁ ଘୋଷଣା କରିଛନ୍ତି କଙ୍ଗନା ରାଣାଓ୍ଵତ। ଅନ୍ୟତମ ବଙ୍ଗଳା ଥିଏଟର ସୁପର୍ଷ୍ଟାର୍ ନୋଟି ବିନୋଦିନୀଙ୍କ ବାୟୋପିକ୍ ସେ ସାଇନ୍ କରିଛନ୍ତି । ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଦିବଂଗତ ଇନ୍ଦିରା ଗାନ୍ଧିଙ୍କ ବାୟୋପିକ୍ ‘ଏମର୍ଜେନ୍ସି’ର ମୁକ୍ତିଲାଭକୁ ଅପେକ୍ଷା କରିଛନ୍ତି ବଲିଉଡ୍ କୁଇନ୍ କଙ୍ଗନା ରଣାୱତ୍ । ଏଥିରେ ସେ ଇନ୍ଦିରା ଗାନ୍ଧିଙ୍କ ଭୂମିକା ଅଭିନୟ କରିଛନ୍ତି । ବର୍ତ୍ତମାନ ଆଉ ଏକ ବଡ଼ ପ୍ରୋଜେକ୍ଟ ସେ ଘୋଷଣା କରିଛନ୍ତି ।

ଫିଲ୍ମର ନିର୍ଦ୍ଦେଶନା ଦାୟିତ୍ୱ ନିର୍ବାହ କରିବେ ପରିଣୀତି ଫେମ୍ ପ୍ରଦୀପ ସରକାର । ଫିଲ୍ମର କାହାଣୀ ଲେଖିଛନ୍ତି ପ୍ରକାଶ କାପାଡ଼ିଆ । ଏହି ପ୍ରୋଜେକ୍ଟକୁ ନେଇ ଉତ୍ସାହିତ କଙ୍ଗନା ନିର୍ଦ୍ଦେଶକ ପ୍ରଦୀପ ସରକାରଙ୍କର ଜଣେ ବଡ଼ ଫ୍ୟାନ୍ ବୋଲି କହିଛନ୍ତି । ସେଥିପାଇଁ ଏହି ସୁଯୋଗ ପାଇ ସେ ବହୁତ ଖୁସି ବୋଲି କହିଛନ୍ତି ସେ ।

‘ଏମର୍ଜେନ୍ସି’ର ସୁଟିଂ ଶେଷ କରି ଆସନ୍ତା ବର୍ଷ ପ୍ରାରମ୍ଭରେ ସେ ନୂଆ ଫିଲ୍ମର ସୁଟିଂ ଆରମ୍ଭ କରିପାରନ୍ତି । ରାଜନୈତିକ ଡ୍ରାମା ଫିଲ୍ମ ‘ଏମର୍ଜେନ୍ସି’ରେ ଅଭିନୟ ସାଙ୍ଗକୁ ନିର୍ଦ୍ଦେଶନା ଦାୟିତ୍ୱ ମଧ୍ୟ କଙ୍ଗନା ନିଜେ ନିର୍ବାହ କରିଛନ୍ତି । ତାଙ୍କ ଅପ୍କମିଙ୍ଗ ପ୍ରୋଜେକ୍ଟରେ ଅଛି ମିଲିଟାରୀ ଡ୍ରାମା ‘ତେଜସ୍’ ଓ ପୌରାଣିକ ଫିଲ୍ମ ‘ସୀତା’ ।

Pritiparna

Recent Posts

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

1 min ago

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

12 mins ago

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

25 mins ago

ରିଲ୍ସ ପାଇଁ ବିପଜ୍ଜନକ ଷ୍ଟଣ୍ଟ, ସମୁଦ୍ରରେ ପାଣିରେ ବୁଡ଼ିଲା ମହିନ୍ଦ୍ରା ଥାର

ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…

28 mins ago

ଦୂଷିତ ହେବାରେ ଲାଗିଛି ନଦୀ ଜଳ, ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ

ପିପିଲି : ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ । ରାଜୁଆ ନଦୀରେ ମରି ପଡିଛନ୍ତି ମଲା ମାଛ ।…

48 mins ago

ବିରିୟାନୀରେ ମିଳିଲାନି ଚିକେନ୍‌ ଲେଗ୍‌ ପିସ୍‌ , ବିବାହ ସମାରୋହ ପାଲଟିଲା ରଣକ୍ଷେତ୍ର

ବିବାହ ସମାରୋହରେ ହେଲା ମହାଭାରତ । ବର ବାହା ହେବ କଣ ଗଣ୍ଡଗୋଳରେ ମାତିଗଲା । ଯିଏ ଯାହାକୁ ପାରିଲା…

2 hours ago