ଫିଲ୍ମି ଫ୍ରାଇଡେରେ ହଲ୍କୁ ଆସିଲା ରାନୀ ମୁଖାର୍ଜିଙ୍କ ଫିଲ୍ମ ମର୍ଦ୍ଦାନୀ-୨। ନାରୀ ନିର୍ଯାତନା ଓ ଦୁଷ୍କର୍ମ ଭଳି ଘଟଣାକୁ ନେଇ ଏବେ ସାରା ଦେଶରେ ଆନ୍ଦୋଳନ । ଏହି ସମୟରେ ରିଲିଜ ହୋଇଛି ରାନୀ ମୁଖାର୍ଜୀଙ୍କ ମର୍ଦ୍ଦାନୀ-୨। ସେନସର ବୋର୍ଡ ଫିଲ୍ମକୁ ୟୁ ସାର୍ଟିଫିକେଟ୍ ଦେଇଛି । ଫିଲ୍ମକୁ ନେଇ ଦର୍ଶକଙ୍କ ମଧ୍ୟରେ ଖୁବ୍ ଉତ୍ସାହ ଦେଖିବାକୁ ମିଳିଛି। ଫିଲ୍ମରେ ରାଣୀ ମୁଖାର୍ଜୀ ପୋଲିସ ଅଫିସର ରୋଲ ପ୍ଲେ କରିଛନ୍ତି । ୟଶ ରାଜ ବ୍ୟାନରରେ ନିର୍ମାଣ କରାଯାଇଛି ଏହି ଫିଲ୍ମ।
ବ୍ରହ୍ମଗିରି(କେନ୍ୟୁଜ): ସ୍ନାନ ପୂର୍ଣ୍ଣିମା ଦିନ ୧୦୮ ସୁବାସିତ ଜଳରେ ସ୍ନାନ କରିବା ପରେ ସବୁ ବର୍ଷ ପରି ଚଳିତ ବର୍ଷ…
ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ, ଆଠମଲ୍ଲିକ କିଆକଟା…
ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍ ଚର୍ଚ୍ଚା ଚାଲିଛି…
ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍ ଟର୍ଫ…
ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…