ବିଜେପିରେ ସାମିଲ ହୋଇଛନ୍ତି ଅଭିନେତା ସନ୍ନି ଦେଓଲ । ଗୁରୁଦାସପୁରପୁରରୁ ନିର୍ବାଚନ ଲଢିବେ ଅଭିନେତାରୁ ନେତା ପାଲଟିଥିବା ସନ୍ନି । ବିଜେପିରେ ସାମିଲ ହେବା ପରେ ସନ୍ନି ଦେଓଲ କହିଛନ୍ତି ମୋ ବାପା ଧର୍ମେନ୍ଦ୍ର ବିଜେପି ପରିବାର ଓ ଅଟଳ ବିହାରୀ ବାଜପେୟୀଙ୍କ ସହ ଯୋଡି ହୋଇଥିଲେ। ଏବେ ମୁଁ ପ୍ରଧାନମନ୍ତ୍ରୀଙ୍କ ସହ ଜଡିତ ହୋଇ ରହିବାକୁ ଚାହେଁ ।
ଅନ୍ୟପଟେ ସନ୍ନି ବିଜେପିରେ ସାମିଲ୍ ହେବା ପରେ ଟୁଇଟରରେ ଦେଖିବାକୁ ମିଳିଛି ମଜାଦାର ପୋଷ୍ଟ ।
ଭୁବନେଶ୍ୱର: ଅବସରପ୍ରାପ୍ତ ଅତିଥି ଶିକ୍ଷକ ପାଠ ପଢ଼ାଇବେ। ସେମାନଙ୍କ ସହ ଏଗ୍ରିମେଣ୍ଟ ହେବ, ଅଧିକ ଆଲୋଚନା ହୋଇ ନିଯୁକ୍ତି ଦିଆଯିବ।…
କୋରାପୁଟ : ଦୁଇ ନକଲି ନକ୍ସଲ ଗିରଫ । ଜୟପୁର ସଦର ଥାନା ଓ ବୈପାରିଗୁଡା ପୋଲିସର ମିଳିତ ଉଦ୍ୟମରେ…
ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…
ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…