Categories: ମନୋରଂଜନ

ଆସିଲା ‘ଗଲିବଏ’ର ଟିଜର, ରାପ୍ କରୁଥିବା ନଜର ଆସୁଛନ୍ତି ରଣବୀର ସିଂ

ମୁମ୍ବାଇ : ବଲିଉଡ଼ର ସୁପରଷ୍ଟାର ଅଭିନେତା ରଣବୀର ସିଂ ଏବଂ ଆଲିଆ ଭଟ୍ଟର ଗଲିବଏର ଟିଜର ଆଜି ରିଲିଜ୍ ହୋଇଛି। ବକ୍ସଅଫିସରେ ଫିଲ୍ମ ସିମ୍ବା ଧମାଲ କରୁଥିବା ବେଳେ ରଣବୀର ଏହି ୧.୨୯ ମିନିଟର ଟିଜରରେ ହିପହିପ୍ ରାପ୍ କରୁଥିବା ଦେଖାଯାଇଛନ୍ତି।

ଏହି ଟିଜରରେ ଫିଲ୍ମର କିଛି ଝଲକ ଏବଂ ଡ଼ାଏଲୋଗ୍ ଦେଖାଯାଇଥିବା ବେଳେ ଏଥିରେ ରଣବୀର ଏବଂ ଆଲିଆଙ୍କ ସହ କଲକି କୋଚଲୀନ ମଧ୍ୟ ନଜର ଆସିଛନ୍ତି।

ଫିଲ୍ମର ନିର୍ଦ୍ଦେଶନା ଦେଉଛନ୍ତି ଜୋୟା ଅଖତର। ଫିଲ୍ମରେ ଆଲିଆ ଜଣେ ମୁସଲିମ ଝିଅ ଭୂମିକାରେ ନଜର ଆସୁଛନ୍ତି। ଫିଲ୍ମର କାହାଣୀ ଏକ ସାଧାରଣ ଯୁବକର କାହାଣୀ, ଯିଏ ର‍୍ୟାପ କରିବାକୁ ପସନ୍ଦ କରେ। ଯୁବକର ଜବୀନରେ ପ୍ରେମ ଓ ପ୍ୟାନ୍ସକୁ ନେଇ ଘଟୁଥିବା ଘଟଣାକୁ ଦେଖାଯାଇଛି।

ଦେଖନ୍ତୁ ଟିଜର :

KNews Bureau

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

23 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

25 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

1 hour ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

1 hour ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

2 hours ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

2 hours ago