Categories: ମନୋରଂଜନ

ବଲିଉଡ୍ ଫିଲ୍ମ ‘ସିମ୍ବା’ରେ କଟକ ଝିଅର ଜଲଓ୍ୱା

ବକ୍ସ ଅଫିସରେ ଭଲ ବ୍ୟବସାୟ କରିଥିବା ସାରା ଅଲ୍ଲୀ ଖାନ୍ ଏବଂ ରଣବୀର୍ ସିଂହ ଅଭିନିତ ସିନେମା ‘ସିମ୍ବା’ରେ ଜଣେ ଓଡିଆ ଝିଅଙ୍କ ନିଚ୍ଛକ ଅଭିନୟ ଦେଖିବାକୁ ମିଳିଥିବାବେଳେ ଦର୍ଶକଙ୍କୁ ତାହା ଖୁବ୍ ଭଲ ଲାଗିଛି । ସିନେମାରେ ମୁଖ୍ୟ ଅଭିନେତ୍ରୀ ସାରାଙ୍କ ବନ୍ଧୁ ଭୂମିକାରେ ନଜର ଆସିଥିବା ଓଡିଆ ଝିଅ ସୁପ୍ରିୟା ରାୟ ହେଉଛନ୍ତି କଟକର ବାସିନ୍ଦା । ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଉଚ୍ଚଶିକ୍ଷା ଲାଭ କରି ସେ ବାଙ୍ଗଲୋରର ଏକ କମ୍ପାନୀରେ ଚାକିରୀ କରୁଥିଲେ । ୨୦୦୬ ମସିହାରେ ସେ “ମିସ୍ କଟକ” ର ତାଜ୍ ପିନ୍ଧି ସାରିଛନ୍ତି ।

Sonalisa

Recent Posts

ସଂସଦ ଇତିହାସରେ ପ୍ରଥମ, ଲୋକସଭା ବାଚସ୍ପତି ପାଇଁ ପ୍ରଥମ ଥର ହେବ ନିର୍ବାଚନ

ନୂଆଦିଲ୍ଲୀ: ସଂସଦ ଇତିହାସରେ ପ୍ରଥମ । ଲୋକସଭା ବାଚସ୍ପତି ପାଇଁ ପ୍ରଥମ ଥର ହେବ ନିର୍ବାଚନ। ସ୍ପିକର ପଦ ପାଇଁ…

5 mins ago

କେରଳ ନୁହେଁ ଏବେ ‘କେରଳମ୍‌’…ବଦଳିପାରେ ରାଜ୍ୟର ନାଁ, ବିଧାନସଭାରେ ପାରିତ ହେଲା ପ୍ରସ୍ତାବ

ଭାରତର ଦକ୍ଷିଣ ରାଜ୍ୟ କେରଳର ନାଁ ବହୁତ ଜଲ୍‌ଦି ବଦଳିପାରେ । କେରଳ ବିଧାନସଭା ସୋମବାର ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ…

26 mins ago

ସୁଭଦ୍ରା ଯୋଜନାରେ ହେଉଥିବା ଗୁଜବକୁ ବିଶ୍ବାସ କରନ୍ତୁ ନାହିଁ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସୁଭଦ୍ରା ଯୋଜନାରେ ହେଉଥିବା ଗୁଜବକୁ ବିଶ୍ବାସ କରନ୍ତୁ ନାହିଁ । ଯୋଜନା ଉପରେ କୌଣସି ଭୁଲ ଖବର…

27 mins ago

କାନ୍ଦି କାନ୍ଦି ବେହୋସ ହେଲା କୁନି ଝିଅ, ଉଚିତ ସମୟରେ ସିପିଆର ଦେଇ ଜୀବନ ବଞ୍ଚାଇଲେ ଡାକ୍ତର

ତାଜ ମହଲ ଦେଖିବାକୁ ଆସି ଜୀବନ ମୃତ୍ୟୁ ସହ ସଂଘର୍ଷ କଲା କୁନି ଝିଅ । ବାପା ମା’ଙ୍କ ସହ…

31 mins ago

ଲକ୍ଷ୍ମୀ ବସ୍ ସେବା ନେଇ ଲୋକଙ୍କ ମଧ୍ୟରେ ଦ୍ବନ୍ଦ୍ବ, ଲୋକେ କହୁଛନ୍ତି ବସ୍ ନାଁ ରହୁ କି ନ ରହୁ ସେବା ଜାରି ରହୁ

ମାଲକାନଗିରି : ଉପାନ୍ତ ମାଲକାନଗିରି ଜିଲ୍ଲାରେ ଗରିବ ଆଦିବାସୀ ଲୋକଙ୍କ ଯାତାୟାତର ଏବଂ ଆର୍ଥିକ ଉର୍ଣ୍ଣତି ପାଇଁ ଗତ ରାଜ୍ୟ…

33 mins ago

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ, କିନ୍ତୁ ଯାତ୍ରୀଙ୍କ ନାକ କାନରୁ ବାହାରିଲା ରକ୍ତ

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ । ହେଲେ ହଠାତ୍‌ ଯାତ୍ରୀଙ୍କ ନାକରୁ ରକ୍ତ ବାହାରିବା ସହ କାନରେ ଯନ୍ତ୍ରଣା…

38 mins ago