ମା’ ହେଲେ ଓଲିଉଡ ଅଭିନେତ୍ରୀ ଝିଲିକ୍, ନିଜ ଜନ୍ମଦିନରେ ଦୁଇଟି ଯମଜ ଶିଶୁ କନ୍ୟାଙ୍କୁ ଦେଲେ ଜନ୍ମ

ଭୁବନେଶ୍ବର(କେନ୍ୟୁଜ୍‌):  ମାଆ ହେଲେ ଓଲିଉଡ ଅଭିନେତ୍ରୀ ଝିଲିକ୍। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିବାବେଳେ, ଦୁଇଟି ଯମଜ ଶିଶୁ କନ୍ୟାଙ୍କୁ ଜନ୍ମ ଦେଇଛନ୍ତି ଝିଲିକ୍। ତେବେ ଆଜି ଝିଲିକଙ୍କର ମଧ୍ଯ ଜନ୍ମଦିନ ।

mrg

ସୂଚନା ଥାଉକି, ସୁକିନ୍ଦା ବିଧାୟକ ପ୍ରୀତି ରଞ୍ଜନ ଘଡାଇଙ୍କୁ ବିବାହ କରିଛନ୍ତି ଅଭିନେତ୍ରୀ ଝିଲିକ୍‌ ଭଟ୍ଟାଚାର୍ଯ୍ୟ। ୨୦୨୦ ମସିହାରେ ଚିଲିକାର ଏକ ରିସୋର୍ଟରେ ଦୁଇ ଜଣଙ୍କ ବିବାହ ହୋଇଥିଲା। ପ୍ରୀତି ରଞ୍ଜନଙ୍କ ବାପା ହେଉଛନ୍ତି ବରିଷ୍ଠ ନେତା ପ୍ରଫୁଲ୍ଲ ଘଡାଇ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.