ଭୁବନେଶ୍ବର(କେନ୍ୟୁଜ୍): ମାଆ ହେଲେ ଓଲିଉଡ ଅଭିନେତ୍ରୀ ଝିଲିକ୍। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିବାବେଳେ, ଦୁଇଟି ଯମଜ ଶିଶୁ କନ୍ୟାଙ୍କୁ ଜନ୍ମ ଦେଇଛନ୍ତି ଝିଲିକ୍। ତେବେ ଆଜି ଝିଲିକଙ୍କର ମଧ୍ଯ ଜନ୍ମଦିନ ।
ସୂଚନା ଥାଉକି, ସୁକିନ୍ଦା ବିଧାୟକ ପ୍ରୀତି ରଞ୍ଜନ ଘଡାଇଙ୍କୁ ବିବାହ କରିଛନ୍ତି ଅଭିନେତ୍ରୀ ଝିଲିକ୍ ଭଟ୍ଟାଚାର୍ଯ୍ୟ। ୨୦୨୦ ମସିହାରେ ଚିଲିକାର ଏକ ରିସୋର୍ଟରେ ଦୁଇ ଜଣଙ୍କ ବିବାହ ହୋଇଥିଲା। ପ୍ରୀତି ରଞ୍ଜନଙ୍କ ବାପା ହେଉଛନ୍ତି ବରିଷ୍ଠ ନେତା ପ୍ରଫୁଲ୍ଲ ଘଡାଇ ।
ଆମ୍ ଆଦ୍ମୀ ପାର୍ଟିର ରାଜ୍ୟସଭା ସାଂସଦ ସ୍ୱାତି ମାଲିଓ୍ଵାଲଙ୍କ ମାମଲାରେ ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ସ୍ୱାତି…
ଭାରତରେ ପ୍ରତିବର୍ଷ ୪ ଲକ୍ଷରୁ ଅଧିକ ସଡ଼କ ଦୁର୍ଘଟଣା ହୋଇଥାଏ । ସଡକ ପରିବହନ ଏବଂ ରାଜପଥ ମନ୍ତ୍ରଣାଳୟର ୨୦୨୨…
ସୁବର୍ଣ୍ଣପୁର: କେତେ ପରିଶ୍ରମ କରି ଧାନ ଚାଷ କରିଥିଲେ ଚାଷୀ । ଭାବିଥିଲେ ଧାନ ବିକି କିଛି ଅର୍ଥ ରୋଜଗାର…
ନିର୍ବାଚନ ଫଳାଫଳ ଘୋଷଣା ପରେ ଗ୍ରାହକଙ୍କୁ ଝଟକା ଦେଲେ ସରକାର । ପେଟ୍ରୋଲ ଓ ଡିଜେଲ ଉପରେ ସେଲ୍ସ ଟାକ୍ସ…
ରାୟଗଡ଼ା କାଶୀପୁରରେ ଅଜଣା ରୋଗରେ ମୃତ୍ୟୁ ଘଟଣାରେ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ । ଅଜଣା ରୋଗରେ ମୃତ୍ୟୁ ଘଟଣାରେ…
ଅକ୍ଷୟ କୁମାର ତାଙ୍କର ବହୁ ପ୍ରତୀକ୍ଷିତ ଫିଲ୍ମ 'ସରଫିରା' କୁ ନେଇ ଏକ ନୂଆ ଅପ୍ଡେଟ୍ ସେୟାର କରିଛନ୍ତି ।…