ମନୋରଂଜନ

ଘୁଞ୍ଚିଲା ଅକ୍ଷୟ କୁମାରଙ୍କ ଅପକମିଂ ଫିଲ୍ମ ସୂର୍ଯ୍ୟବଂଶୀର ରିଲିଜ୍‌ ଡେଟ୍‌, ଯାହା ପଛରେ ରହିଛି ଏହି ବଡ କାରଣ

ମୁମ୍ବାଇ: କରୋନା ଭାଇରସ୍‌ ପାଇଁ ଘୁଞ୍ଚିଲା ଅକ୍ଷୟ କୁମାରଙ୍କ ଅପକମିଂ ଫିଲ୍ମ ସୂର୍ଯ୍ୟବଂଶୀର ରିଲିଜ୍‌ ଡେଟ୍‌ । ଏହାର ନୂଆ ରିଲିଜ୍‌ ଡେଟ୍‌ ପରେ ଘୋଷଣା କରିବାକୁ ଫିଲ୍ମ ନିର୍ମାତା କହିଛନ୍ତି । ଏହି ଫିଲ୍ମ ଆସନ୍ତା ମାର୍ଚ୍ଚ ୨୪ ତାରିଖରେ ରିଲିଜ୍‌ ହେବାର ଥିଲା । କରୋନା ପାଇଁ କେତେକ ସିନେମା ହଲ୍‌ ବନ୍ଦ କରାଯାଉଥିବାରୁ ସୂର୍ଯ୍ୟବଂଶୀର ରିଲିଜ୍‌ ଡେଟ୍‌ ମଧ୍ୟ ଘୁଞ୍ଚାଯାଇଛି ।

ଫିଲ୍ମରେ ଅକ୍ଷୟ କୁମାରଙ୍କ ସହ ଅଭିନୟ କରିଛନ୍ତି କ୍ୟାଟ୍ରିନା କୈଫ । ସିଘଂମ ଓ ସିମ୍ବା ପରେ ପୋଲିସ ପୃଷ୍ଠଭୂମି ଉପରେ ଆଧାରିତ ରୋହିତ ସେଟ୍ଟୀଙ୍କ ଏହା ତୃତୀୟ ଫିଲ୍ମ । ଫିଲ୍ମରେ ସୂର୍ଯ୍ୟବଂଶୀ ଭୂମିକାରେ ଅଭିନୟ କରିଛନ୍ତି ଅକ୍ଷୟ କୁମାର । ମୁମ୍ବାଇରେ ଆତଙ୍କବାଦୀଙ୍କ ଆକ୍ରମଣ ଯୋଜନାକୁ ପଣ୍ଡ କରିବାକୁ ଦାୟିତ୍ୱ ନେଇଛନ୍ତି ଅକ୍ଷୟ। ଫିଲ୍ମରେ ଜ୍ୟାକି ଶ୍ରଫ ପ୍ରମୁଖ ଭୂମିକାରେ ନଜର ଆସିବେ । ଏହା ସହ ରଣବୀର ସିଂ ଓ ଅଜୟ ଦେବଗନଙ୍କୁ ସ୍ପେଶାଲ ଆପିରାୟନ୍ସରେ ଦେଖିବାକୁ ମିଳିବ।

Sonalisa

Recent Posts

ରଥଯାତ୍ରାରେ ଭକ୍ତଙ୍କୁ ଖାଦ୍ୟ ଯୋଗାଇବା ପାଇଁ ପ୍ରସ୍ତୁତ ଦୁଇ ଭଉଣୀ

କଟକ(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ସବୁଠି ଶଂଙ୍ଖ ଘଣ୍ଟ ହୁଳୁହୁଳି ଶଦ୍ଦରେ ପୂରି ଉଠୁଛି ପୂରା ପରିବେଶ…

4 mins ago

ବିବାହ ବନ୍ଧନରେ ବାନ୍ଧି ହେଲେ ସୋନାକ୍ଷୀ ଓ ଜାହିର, ଟ୍ରୋଲ କରୁଥିବା ଟ୍ରୋଲ୍‌ରଙ୍କୁ କଡ଼ା ଜବାବ ଦେଲେ ଶତ୍ରୁଘ୍ନ ସିହ୍ନା

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଜୁନ୍ ୨୩ ରେ ଜହିର ଇକବାଲଙ୍କ…

17 mins ago

ହାଇଦ୍ରାବାଦ ରେଷ୍ଟୁରାଣ୍ଟର ଚିକେନ୍‌ ବିରିୟାନୀରୁ ବାହାରିଲା ପୋକ, ସୋସିଆଲ ମିଡିଆରେ ଫଟୋ ସେୟାର କଲେ ଗ୍ରାହକ

ଗତ କିଛି ଦିନ ହେବ ଲଗାତାର ଭାବେ ଖାଦ୍ୟରୁ ମୂଷା, ଅସରପା, ବେଙ୍ଗ, ବ୍ଲେଡ୍‌ ଆଦି ବାହାରିବା ନେଇ ସୋସିଆଲ…

23 mins ago

ଶପଥ ନେବା ପାଇଁ ଟ୍ରାକ୍ଟରରେ ସଂସଦ ପହଞ୍ଚିଲେ ରାଜସ୍ଥାନର ସାଂସଦ ଅମରାରାମ, ଭିଡିଓ ଭାଇରଲ

ସାଂସଦ ଅମରାରାମ ଦିଲ୍ଲୀ ରାଜସ୍ଥାନ ହାଉସରୁ ସଂସଦ ପାଇଁ ଟ୍ରାକ୍ଟରରେ ଯାତ୍ରା କରିଛନ୍ତି । ନିଜର ଦେଶୀ ରାଜସ୍ଥାନ ଅନ୍ଦାଜରେ…

27 mins ago

ସାପ ଧରିବାକୁ ଯାଇଥିଲେ, ହେଲେ ଜାରରେ ଭର୍ତ୍ତି କରିବା ସମୟରେ କାମୁଡିଦେଲା ହାତକୁ

ସୁବର୍ଣ୍ଣପୁର : ସାପ କାମୁଡାରେ ସାପ ଧରାଳୀର ମୃତ୍ୟୁ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁରରେ ଆଜି ଘଟିଯାଇଛି ଏଭଳି ଏକ…

28 mins ago

Airtel ୟୁଜର୍ସଙ୍କ ପାଇଁ ଖୁସି ଖବର, ୮୪ ଦିନ ଭାଲିଡିଟି ସହ ପ୍ରତିଦିନ ମିଳିବ ୩GB ଡାଟା

ଦେଶର ଦ୍ୱିତୀୟ ବୃହତ୍ତମ ଟେଲିକମ୍ କମ୍ପାନୀ ଏୟାରଟେଲ୍ ଏହାର ଉନ୍ନତ କନେକ୍ଟିଭିଟି ପାଇଁ ବେସ ଜଣାଶୁଣା । ଦେଶର ଦୂରବର୍ତ୍ତୀ…

1 hour ago