ମନୋରଂଜନ

ସୁଶାନ୍ତ ସିଂହ ମୃତ୍ୟୁ ମାମଲାରେ ନୂଆ ମୋଡ଼: ରିଆଙ୍କ ଭାଇ ସୌଭିକଙ୍କୁ ଗିରଫ କଲା ନାର୍କୋଟିକ୍‌ସ କଣ୍ଟ୍ରୋଲ ବ୍ୟୁରୋ

ମୁମ୍ବାଇ: ସୁଶାନ୍ତ ସିଂହ ମୃତ୍ୟୁ ମାମଲାରେ ନୂଆ ମୋଡ଼। ଏହି ମାମଲା ଏବେ ମର୍ଡର, ସୁଇସାଇଡ୍‌ଠୁ ଅଧିକ ଡ୍ରଗ୍ସ ର‍୍ୟାକେଟ୍‌ରେ ପରିବର୍ତ୍ତିତ ହୋଇଛି। ଗୋଟେ ପଟେ ସିବିଆଇ ସୁଶାନ୍ତଙ୍କ ମୃତ୍ୟୁର ସତ୍ୟତା ଜାଣିବାକୁ ଚେଷ୍ଟା କରୁଥିବା ବେଳେ ଏବେ ଏନ୍‌ସିବି ଏହି ମାମଲାରେ ଡ୍ରଗ୍ସ ଲିଙ୍କକୁ ନେଇ ଯାଞ୍ଚ ଆରମ୍ଭ କରିଛି। ଯେଉଁଥିରେ ପ୍ରାରମ୍ଭରୁ ସଫଳତା ମିଳିଛି ।

ରିଆଙ୍କ ଭାଇ ସୌଭିକ ଚକ୍ରବର୍ତ୍ତୀଙ୍କୁ ଗିରଫ କରିଛି ନାର୍କୋଟିକ୍‌ସ କଣ୍ଟ୍ରୋଲ ବ୍ୟୁରୋ । ରିଆଙ୍କ କଥାରେ ହିଁ ସେ ଡ୍ରଗ୍‌ସ ମଗାଇଥିବା ଏନସିବିରେ ସେ ସ୍ୱୀକାର କରିଛନ୍ତି । ଏହା ସହ ସୁଶାନ୍ତଙ୍କ ପୂର୍ବତନ ହାଉସ ମ୍ୟାନେଜର ସାମୁଏଲ ମିରାଣ୍ଡାଙ୍କୁ ମଧ୍ୟ ଗିରଫ କରିଛି ଏନସିବି । ସେମାନେ ଅନେକ ଡ୍ରଗ୍‌ସ ମାଫିଆଙ୍କ ସଂସ୍ପର୍ଶରେ ଥିବା ସ୍ୱୀକାର କରିଛନ୍ତି ।

ଗତକାଲି ସକାଳୁ ରିଆ ଓ ସାମୁଏଲଙ୍କ ଘରେ ନାରକୋଟିକ୍‌ସ ବ୍ୟୁରୋ ଚଢଉ କରିଥିଲା । ଏହାସହ ସୌଭିକ ଓ ସାମୁଏଲଙ୍କୁ ଡ୍ରଗ୍‌ସ କନେକ୍‌ସନରେ ମାରାଥନ ଜେରା କରିଥିଲା । ସୂଚନା ଥାଉଯେ, ନିକଟରେ ସୈଭିକଙ୍କର ଏକ ଚାଟ୍‌ ସାମ୍ନାକୁ ଆସିଥିଲା। ଏଥିସହ ଡ୍ରଗ୍ସ ପେଣ୍ଡଲର ମଧ୍ୟ ତାଙ୍କ ନାଁ କହିଥିଲେ। ଏଣୁ ସୌଭିକଙ୍କ ନିକଟରେ ସତ କହିବା ଛଡ଼ା ଆଉ କିଛି ବାଟ ନଥିଲା।

Sonalisa

Recent Posts

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

13 mins ago

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

24 mins ago

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

37 mins ago

ରିଲ୍ସ ପାଇଁ ବିପଜ୍ଜନକ ଷ୍ଟଣ୍ଟ, ସମୁଦ୍ରରେ ପାଣିରେ ବୁଡ଼ିଲା ମହିନ୍ଦ୍ରା ଥାର

ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…

40 mins ago

ଦୂଷିତ ହେବାରେ ଲାଗିଛି ନଦୀ ଜଳ, ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ

ପିପିଲି : ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ । ରାଜୁଆ ନଦୀରେ ମରି ପଡିଛନ୍ତି ମଲା ମାଛ ।…

60 mins ago

ବିରିୟାନୀରେ ମିଳିଲାନି ଚିକେନ୍‌ ଲେଗ୍‌ ପିସ୍‌ , ବିବାହ ସମାରୋହ ପାଲଟିଲା ରଣକ୍ଷେତ୍ର

ବିବାହ ସମାରୋହରେ ହେଲା ମହାଭାରତ । ବର ବାହା ହେବ କଣ ଗଣ୍ଡଗୋଳରେ ମାତିଗଲା । ଯିଏ ଯାହାକୁ ପାରିଲା…

2 hours ago