ମନୋରଂଜନ

ଭଉଣୀ ବିବାହରେ ଖୁବ୍ ମସ୍ତି କରିଛନ୍ତି ସୋନମ୍ କପୁର, ସାମ୍ନାକୁ ଆସିଲା ବାହାଘର ଫଟୋ

ବଲିଉଡ ଅଭିନେତ୍ରୀ ସୋନମ କପୁରଙ୍କ ଭଉଣୀ ରିୟା କପୁର ଶନିବାର ଦିନ ନିଜ ବୟଫ୍ରେଣ୍ଡଙ୍କ ସହ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। କରଣ ବୁଲାନୀଙ୍କ ହାତ ଧରିଛନ୍ତି ରିୟା। ଅନୀଲ କପୁରଙ୍କ ଜୁହୁସ୍ଥିତ ବଙ୍ଗଳାରେ ଏହି ବିବାହ ଅନୁଷ୍ଠିତ ହୋଇଥିଲା। ରିୟାଙ୍କ ସାଙ୍ଗ କରିସ୍ମା କରମଚନ୍ଦାନୀ ବିବାହ ବେଳର କେତେକ ଫଟୋ ନିଜ ସୋସିଆଲ ମିଡିଆରେ ସେୟାର କରିଛନ୍ତି।

Image Credit: Instagram

କରିସ୍ମା ନିଜ ଇନଷ୍ଟାଗ୍ରାମ ଷ୍ଟୋରିରେ ସୋନମ କପୁର ଓ ଅନୁଷ୍କା ଶର୍ମାଙ୍କ ସହ ସେଲ୍ଫି ଫଟୋ ସେୟାର କରିଛନ୍ତି। ଏଥିସହ ସେ କୁନାଲ ରାୱଲଙ୍କ ସହ ବୁମରଙ୍ଗ ଭିଡିଓ ବି ସେୟାର କରିଛନ୍ତି।

ଦେଖନ୍ତୁ ବିବାହ ବେଳର କେତେକ ଫଟୋ:

Image Credit: Instagram
Image Credit: Instagram
WCW 11

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

4 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

6 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

6 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

7 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

7 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

7 hours ago