ମନୋରଂଜନ

ଲକଅପ୍‌ରେ କଟିଲା ରିୟାଙ୍କ ରାତି, ଆଜି ଯିବେ ଭାୟରଖଲା ଜେଲ୍

ମୁମ୍ବାଇ :ବଲିଉଡ୍ ଭିନେତା ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ଡ୍ରଗ୍ସ ଲିଙ୍କରେ ରିୟା ଚକ୍ରବର୍ତ୍ତୀଙ୍କୁ ଗିରଫ କରିଛି ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ । ରିୟାଙ୍କ ନାଁରେ ଆସିଥିଲା ଡ୍ରଗ୍ସ କିଣାବିକା ଓ ସେବନ ଭଳି ସଙ୍ଗୀନ ଅଭିଯୋଗ ।

ଗତକାଲି ରିୟାଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଯାଇଥିଲା । ତାଙ୍କ ଜାମିନ ଆବେଦନକୁ ମଧ୍ୟ ଖାରଜ କରିଦିଆଯାଇଛି। ଗତକାଲି ରାତି ତମାମ ଲକଅପ୍‌ରେ କାଟିଥିଲେ । ଆଜି ତାଙ୍କୁ ମୁମ୍ବାଇର ଭାୟରଖଲା ଜେଲ ପଠାଯିବ । ତେବେ ତାଙ୍କର କରୋନା ପରୀକ୍ଷା ରିପୋର୍ଟ ନେଗେଟିଭ ଆସିଥିବା ଜଣାପଡିଛି।

ସୂଚନା ଥାଉକି, ବହୁ ଦିନର ଅନ୍ତ ପରେ ସୁଶାନ୍ତଙ୍କ ବାନ୍ଧବୀ ରିୟାଙ୍କୁ ଗିରଫ କରାଯାଇଛି। ଡ୍ରଗ୍ସ ଲିଙ୍କ ନେଇ ରିୟାଙ୍କୁ ଏନସିବି ପଚରାଉଚରା କରୁଥିଲା। ଗତ ଦୁଇ ଦିନ ହେଲାଣି ରିୟାଙ୍କୁ ମାରାଥନ ଜେରା କରୁଥିଲା ଏନସିବି। ରିୟାଙ୍କ ଡାକ୍ତରୀ ପରୀକ୍ଷା ପରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ରିୟାଙ୍କୁ ତିନି ଦିନ ଜେରା ପରେ ଗିରଫ କଲା ଏନସିବି। ପୂର୍ବରୁ ରିୟାଙ୍କ ଭାଇ ସୌଭିକଙ୍କ ସମେତ ୯ ଜଣଙ୍କୁ ଗିରଫ କରିଛି ଏନସିବି।

 

Sonalisa

Recent Posts

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

4 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

37 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

39 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

45 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

54 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

54 mins ago