ମନୋରଂଜନ

ବାପା ଋଷି କପୁରଙ୍କୁ ଶେଷ ଥର ଦେଖିବା ପାଇଁ ଝିଅ ରିଧିମା ମୁମ୍ବାଇ ଯିବାପାଇଁ ସରକାରଙ୍କୁ ମାଗିଲେ ଅନୁମତି

ବଲିଉଡର ବର୍ଷିୟନ କଳାକାର ଋଷି କପୁର ଦୁନିଆକୁ ଅଲବିଦା କହିଦେଇଛନ୍ତି। ୬୭ ବର୍ଷରେ ତାଙ୍କର ମୃତ୍ୟୁ ଘଟିଛି। ମୁମ୍ବାଇର ଏଚଏନ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଦୀର୍ଘଦିନ ଧରି ସେ ଅସୁସ୍ଥ ଥିଲେ। କିନ୍ତୁ ଏକ ସପ୍ତାହ ହେବ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କୁ ନିଶ୍ୱାସ ନେବାରେ ଅସୁବିଧା ହେଉଥିଲ।

କରୋନା ଭାଇରସ କାରଣରୁ ହୋଇଥିବା ଲକଡାଉନ ପାଇଁ ତାଙ୍କ ଝିଅ ରିଧିମା କପୁର ସାହନୀ ତାଙ୍କୁ ଦେଖା କରିବାକୁ ଯାଇପାରିଲେନି। କିନ୍ତୁ ଏବେ ତାଙ୍କ ନିଧନ ଖବର ଆସିଲାରୁ ବାପାଙ୍କୁ ଶେଷ ଦର୍ଶନ କରିବା ପାଉ ଚାହୁଁଛନ୍ତି ଝିଅ ରିଧିମା। ରିଧିମା ନିଜ ପରିବାର ସହିତ ଦିଲ୍ଲୀରେ ରୁହନ୍ତି। କୁହାଯାଉଛି ଯେ ସେ ଦିଲ୍ଲୀରୁ ମୁମ୍ବାଇ ଯିବା ପାଇଁ ସରକାରଙ୍କୁ ଅନୁମତି ମାଗିଛନ୍ତି।

ଋଷି କପୁରଙ୍କ ନିଧନରେ ପୁରା ଭାରତବାସୀ ଶୋକରେ ଅଛନ୍ତି। ସେହିପରି ରିଧିମାଙ୍କ ଅନୁରୋଧ ସମ୍ପର୍କରେ ଦିଲ୍ଲୀ ସରକାରଙ୍କ ପକ୍ଷରୁ କୌଣସି ଅଫିସିଆଲ ତଥ୍ୟ ଆସିନାହିଁ। କୁହାଯାଉଛି ଯେ ରିଧିମା ସ୍ଥାନୀୟ ଅଧିକାରୀଙ୍କୁ ଏହି ସମ୍ପର୍କରେ ଲିଖିତ ଆକାରରେ ଏକ ପତ୍ର ଦେଇଛନ୍ତି।

Pritiparna

Recent Posts

ଦିଲ୍ଲୀ: ଏବେ ପାଣି ନଷ୍ଟ କଲେ ଗଣିବେ ତଣ୍ଡ, କଟିବ ୨ ହଜାର ଟଙ୍କା ଚାଲାଣ

ଦିଲ୍ଲୀବାସୀଙ୍କ ପାଇଁ ବଡ ଖବର । ଦିଲ୍ଲୀରେ ପାଣି ନଷ୍ଟ କଲେ ୨ ହଜାର ଟଙ୍କା ଚାଲାଣ କଟିବ ।…

11 mins ago

ସର୍ଜରୀ ପରେ ସାମ୍ନାକୁ ଆସିଲା ରାକ୍ଷୀଙ୍କ ପ୍ରଥମ ଭିଡିଓ, କଷ୍ଟ ଅନୁଭବ କରୁଥିବାର ଆସିଲେ ନଜର

ଆଜିକାଲି ରାକ୍ଷୀ ସାୱନ୍ତ ନିଜ ସ୍ୱାସ୍ଥ୍ୟା ସମସ୍ୟାକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନିକଟରେ ଅସୁସ୍ଥତା ହେତୁ ରାକ୍ଷୀ ସାୱନ୍ତଙ୍କୁ…

50 mins ago

ସମାନ ମାର୍କ ରଖି ଟପ୍ପର ହୋଇଛନ୍ତି ଏହି ଯାଆଁଳା ଭଉଣୀ

ବାଲୁଗାଁ(କେନ୍ୟୁଜ୍): ଇଏ ଆଶ୍ଚର୍ଯ୍ୟର କଥା ନୁହେଁ ତ ଆଉ କଣ? ଦୁହେଁ ସିନା ପିଲାଟିବେଳୁ ଦେଖିବାକୁ ଏକାପରି ଥିଲେ, ହେଲେ…

1 hour ago

ପ୍ରଶ୍ନୋତ୍ତର ନପଢ଼ି ଶିକ୍ଷୟତ୍ରୀ ଦେଉଥିଲେ ନମ୍ବର, ରିଲ୍ସ କରିବା ପଡ଼ିଲା ମହଙ୍ଗା

ଆଜିର ସମୟରେ ସୋସିଆଲ ମିଡିଆର ବ୍ୟବହାର ଏକ ସାଧାରଣ କଥା ହୋଇଗଲାଣି । ପ୍ରତ୍ୟେକ ବ୍ୟକ୍ତି ସୋସିଆଲ ମିଡିଆରେ ବେଶ୍‌…

2 hours ago

ମଧ୍ୟପ୍ରଦେଶ : ବୀଭତ୍ସ ହତ୍ୟାକାଣ୍ଡ, ଟାଙ୍ଗିଆରେ ହାଣି ୮ ଜଣଙ୍କୁ ମାରିବା ପରେ ନିଜେ ଆତ୍ମହତ୍ୟା କଲା ଯୁବକ

ମଧ୍ୟପ୍ରଦେଶର ଛିନ୍ଦଓ୍ଵାଡା ଜିଲ୍ଲାରେ ବୀଭତ୍ସ ହତ୍ୟାକାଣ୍ଡ । ଟାଙ୍ଗିଆରେ ହାଣି ୮ ଜଣଙ୍କୁ ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା…

2 hours ago

ହାଇ କୋଲେଷ୍ଟ୍ରଲରେ ଚିନି ଏବଂ ଗୁଡ ମଧ୍ୟରୁ କେଉଁ ମିଠା ଖାଇବା ଉଚିତ, ଜାଣନ୍ତୁ ଏକ୍ସପର୍ଟଙ୍କ ମତ

ଆପଣମାନେ ତ ଜାଣିଥିବେ ମିଠା ଖାଇବା ପାଇଁ ଲୋକଙ୍କ ଇଚ୍ଛା କୌଣସି ସମୟରେ ମଧ୍ୟ ହୋଇପାରେ । ତେବେ ଯେତେବେଳେ…

2 hours ago