Categories: ମନୋରଂଜନ

ରିଲିଜ ପୂର୍ବରୁ ସାକ୍ରେଡ୍‌ ଗେମସ୍‌-ଟୁର କାହାଣୀ ଲିକ୍‌

ନେଟ୍‌ଫ୍ଲିକ୍ସର ବହୁ ଚର୍ଚ୍ଚିତ ସିରିଜ ସାକ୍ରେଡ୍‌ ଗେମସ୍‌ର ସେକେଣ୍ଡ ସିଜିନର ସୁଟିଂ ଆରମ୍ଭ ହୋଇଛି । ତେବେ ସିରିଜ ରିଲିଜ ପୂର୍ବରୁ ଏହାର କାହାଣୀ ଲିକ୍‌ ହୋଇଯାଇଛି । ଦ୍ୱିତୀୟ ପାର୍ଟରେ ସରତାଜ୍‌ ଓ ଗାଏତୋଣ୍ଡେଙ୍କ କାହାଣୀ କେନିଆରେ ଦେଖିବାକୁ ମିଳିବ । ଫିଲ୍ମର କାହାଣୀ ଏଥର ଅଣ୍ଡରଓ୍ଵାଲର୍ଡ ସହ ଯୋଡାଯିବ ।

ମରାଠୀ ଅଭିନେତ୍ରୀ ଅମୃତା ସୁଭାଷ ଏହି ସିରିଜରେ ନଜର ଆସିବେ । ସୈଫ୍‌ ଅଲ୍ଲୀ ଖାନ, ନଓ୍ଵାଜୁଦ୍ଦିନ୍‌ ସିଦ୍ଧିକିଙ୍କୁ ପୁଣି ଥରେ ରିପିଟ୍‌ କରାଯାଇଛି ଏହି ୱେବ ସିରିଜରେ। ସାକ୍ରେଡ୍‌ ଗେମସର ପ୍ରଥମ ଭାଗ ସୁପରହିଟ ହୋଇଛି । ଏଥିରେ ସୈଫଙ୍କ ଅଭିନୟକୁ ଖୁବ ପସନ୍ଦ କରିଥିଲେ ଦର୍ଶକ।

KNews Bureau

Recent Posts

ତାଣ୍ଡବ ରଚିଲା କାଳବୈଶାଖୀ, ୮ ଗାଈ ମୃତ

କନ୍ଧମାଳ (କେନ୍ୟୁଜ୍‌): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…

10 mins ago

ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର (କେନ୍ୟୁଜ୍‌): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…

33 mins ago

ନେତାଜୀ ସଂଗ୍ରହାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କଟକ(କେନ୍ୟୁଜ୍‌): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…

40 mins ago

ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି, ବିନ୍ଦୁସାଗରରେ ତିଳତର୍ପଣ କଲେ ପୂର୍ବତନ କର୍ମଚାରୀ

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…

54 mins ago

ଆସନ୍ତା ୩ ଦିନ ପ୍ରଚଣ୍ଡ ଗୁଳୁଗୁଳି, ଚେତାବନୀ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…

1 hour ago

ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ବାଲେଶ୍ବରରେ ୧୪୪ ଧାରା ଜାରି

ବାଲେଶ୍ବର(କେନ୍ୟୁଜ୍‌): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…

1 hour ago