ସଞ୍ଜୟ ଦତ୍ତ ଅସୁସ୍ଥ, ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି

କେନ୍ୟୁଜ୍(ବ୍ୟୁରୋ):  ସଞ୍ଜୟ ଦତ୍ତ ଅସୁସ୍ଥ।  ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ଲୀଳାବତୀ ହସ୍ପିଟାଲରେ ହେଲେ ଭର୍ତ୍ତି।  । ତେବେ ତାଙ୍କର କରୋନା ପରୀକ୍ଷା ନେଗେଟିଭ ଥିବା ହସପିଟାଲ ତରଫରୁ କୁହାଯାଇଛି ।

ତେବେ ସେ ନିଶ୍ବାସ ନେବାରେ ଅସୁବିଧା ଅନୁଭବ କରୁଥିବାରୁ ତାଙ୍କୁ ହସପିଟାଲରେ ରଖାଯାଇଛି ।  ଏବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା କହିଛନ୍ତି ଚିକିତ୍ସା କରୁଥିବା ଡାକ୍ତର  କହିଛନ୍ତି। ଏକ ଡାକ୍ତରୀ ଦଳ ତାଙ୍କ ଉପରେ ନଜର ରଖିଛନ୍ତି ବୋଲି ସୂଚନା ମିଳିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.