ମନୋରଂଜନ

ଇନଷ୍ଟାଗ୍ରାମରେ ଡେବ୍ୟୁ କଲେ ସାଉଥ ସୁପରଷ୍ଟାର ଥାଲାପତି ବିଜୟ, ୧୬ ଘଣ୍ଟାରେ ୪ ମିଲିୟନ ଫଲୋୟର୍ସ

ସାଉଥ ସୁପରଷ୍ଟାର ଥାଲାପତିବିଜୟ ନିଜର ଇନଷ୍ଟାଗ୍ରାମରେ ଡେବ୍ୟୁ କରିଛନ୍ତି । ବିଜୟ ନିକଟରେ ଇନଷ୍ଟାଗ୍ରାମରେ ଆକାଉଣ୍ଟ ଖୋଲି ପ୍ରଥମ ପୋଷ୍ଟ କରିଛନ୍ତି । ଆଉ ଗୋଟେ ପୋଷ୍ଟରେ ବିଜୟଙ୍କ ଇନଷ୍ଟାଗ୍ରାମରେ ୪ ମିଲିୟନ ଫଲୋୟର୍ସ ହୋଇଛନ୍ତି । ପ୍ରଥମ ପୋଷ୍ଟରେ ନିଜର ଫଟୋରେ କ୍ୟାପସନ ଦେଇ ଲେଖିଛନ୍ତି, ‘ ହାଲୋ ନାନ୍‌ବାସ ଏବଂ ନାନ୍‌ବିସ୍‌ ’ ।

ଆଉ ଇନଷ୍ଟାଗ୍ରାମରେ ସୁପରଷ୍ଟାର ବିଜୟଙ୍କ ଏଣ୍ଟ୍ରି ହେବା ପରେ କିଛି ଘଣ୍ଟା ପରେ ଫଲୋୟର୍ସ ସଂଖ୍ୟା ୪୧ ଲକ୍ଷ ହୋଇଛି । କମେଣ୍ଟରେ ବିଜୟଙ୍କ ଫ୍ୟାନ୍ସ ଶୁଭକାମନା ଜଣାଇଛନ୍ତି । ଆଉ ଇନଷ୍ଟାରେ ଆକ୍ଟିଭ ରହିବା ପାଇଁ ଫ୍ୟାନ୍ସ ତାଙ୍କୁ ଅନୁରୋଧ କରୁଛନ୍ତି । କିଛି ଦିନ ପୂର୍ବରୁ ସେ ଇନଷ୍ଟାଗ୍ରାମ ଠାରୁ କିଛି ସମୟ ପର୍ଯ୍ୟନ୍ତ ନିଜର ଦୂରତା ବଜାୟ ରଖିଥିଲେ ।

ବକ୍ସ ଅଫିସ୍ ରେକର୍ଡ ଭାଙ୍ଗୁଥିବା ଏହି ଅଭିନେତା ସୋସିଆଲ୍ ମିଡିଆ ପ୍ଲାଟଫର୍ମରେ ମଧ୍ୟ ରେକର୍ଡ ସୃଷ୍ଟି କରିଛନ୍ତି । ତେବେ ବିଜୟ ଇନଷ୍ଟାଗ୍ରାମରେ ଆକାଉଣ୍ଟ ଖୋଲିବା ପରେ #ThalapathyOnInstagram ଟ୍ରେଣ୍ଡ କରିଥିଲା ।

Swagatika

Recent Posts

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

17 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

31 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

46 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

57 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

1 hour ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

2 hours ago